www.samajalive.in
Saturday, December 6, 2025
26.1 C
Bhubaneswar

ପର୍ଯ୍ୟଟକଙ୍କ ଆଗରେ ଶିକାର କଲା କଲରାପତରିଆ, ଭିଡିଓ ଦେଖିଲେ ଭୟ ଲାଗିବ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ଏବେ ଭାଇରାଲ ହେଉଛି ଯେଉଁଥିରେ ଏକ କଲରାପତରିଆ ଏକ ଛୋଟ ମାଙ୍କଡକୁ ଶିକାର କରୁଥିବା ଦେଖିବାକୁ ମିଳୁଛି । ଭିଡିଓରେ ନଜର ଆସୁଛି କି ପର୍ଯ୍ୟଟକମାନେ ଜଙ୍ଗଲରେ ଭ୍ରମଣର ମଜା ନେଉଛନ୍ତି । ଆଉ ଏହି ସମୟରେ ଅଚାନକ ଏକ କଲରାପତରିଆ ଏକ ଛୋଟ ମାଙ୍କଡକୁ ଶିକାର କରୁଛି । ଏହି ଭୟଙ୍କର ଦୃଶ୍ୟ ଦେଖି ସମସ୍ତେ ଭୟରେ ଥରିଯାଉଛନ୍ତି ।

- Advertisement -

ମାଙ୍କଡର ପିଛା କରି କଲରାପତରିଆ ଜୋରରେ ଦୌଡି ରାସ୍ତା ଅତିକ୍ରମ କରୁଛି ଏବଂ ଏକ ଗଛ ଉପରକୁ ଚଢି ତାକୁ ଶିକାର କରୁଛି । ଏହି ରୋମାଞ୍ଚକ ଶିକାରର ଦୃଶ୍ୟ ଦେଖି ସେଠାରେ ଥିବା ସମସ୍ତେ ଚକିତ ହୋଇଯାଉଛନ୍ତି । ଏହି ସମୟରେ ସେଠାରେ ଥିବା ସମସ୍ତ ପର୍ଯ୍ୟଟକ ଏହି ଦୃଶ୍ୟର ଭିଡିଓ ଉତ୍ତୋଳନ କରୁଛନ୍ତି । ଏବେ ଏହି ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories