www.samajalive.in
Friday, December 12, 2025
26.1 C
Bhubaneswar

ଅତ୍ୟାବଶ୍ୟକୀୟ ସାମଗ୍ରୀର ପରିବହନ ସ୍ବାଭାବିକ କରିବାକୁ କେନ୍ଦ୍ରର ପରାମର୍ଶ

ଭୁବନେଶ୍ବର (ବ୍ୟୁରୋ) ଅତ୍ୟାବଶ୍ୟକ ଖାଉଟି ସାମଗ୍ରୀର ପରିବହନକୁ ସୁଚାରୁ ଓ ଶୃଙ୍ଖଳିତ କରିବା ନିମନ୍ତେ ବିଭିନ୍ନ ରାଜ୍ୟକୁ ପରାମର୍ଶ ଦେଇଛି କେନ୍ଦ୍ର । ଏ ସମ୍ପର୍କରେ ଆନ୍ତଃରାଜ୍ୟ ପରିବହନକୁ ସ୍ବାଭାବିକ କରିବା ଏବଂ ଏହି କାର୍ଯ୍ୟରେ ନିୟୋଜିତ ବ୍ୟକ୍ତିମାନଙ୍କର ଯେପରି ସମସ୍ୟା ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ବିଭିନ୍ନ ରାଜ୍ୟକୁ ଚିଠି ଲେଖିଛି ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories