www.samajalive.in
Wednesday, December 10, 2025
18.1 C
Bhubaneswar

ପତ୍ନୀହନ୍ତାକୁ ଆଜୀବନ କାରାଦଣ୍ଡ

ଯାଜପୁର: ପତ୍ନୀ ହତ୍ୟା ମାମଲାରେ ଦୋଷୀ ସ୍ବାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ହୋଇଛି। ପତ୍ନୀକୁ ହତ୍ୟା କରିଥିବା ଅଭିଯୋଗରେ ଦୋଷୀ ଦେବଦତ୍ତ ସାମଲକୁ ଆଜୀବନ ଜେଲ ଦଣ୍ଡାଦେଶ ଦେଇଛନ୍ତି ଏଡିଜେ। ୨୦୧୩ ବିଞ୍ଝାରପୁର ଥାନା ଓଳେଇ ଚନ୍ଦନପୁର ଗାଁରେ ହତ୍ୟା ହୋଇଥିଲା।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories