www.samajalive.in
Sunday, December 7, 2025
23.1 C
Bhubaneswar

୧୫ ମିନିଟ୍ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ : ଅନ୍ଧାରରେ ରହିଲା ଶ୍ରୀମନ୍ଦିର । ବିଦ୍ୟୁତ ପଳାଇବା ପରେ ପାଓ୍ବାର ବ୍ୟାକଅପ୍ ବ୍ୟବସ୍ଥା ଫେଲ୍ ମାରିବାରୁ ପ୍ରାୟ ୧୫ରୁ ୨୦ ମିନିଟ୍ ଅନ୍ଧାରରେ ରହିଲା ଶ୍ରୀମନ୍ଦିର । ପାଓ୍ବାର ଟ୍ରିପ୍ ଯୋଗୁଁ ଏଭଳି ସମସ୍ୟା ହୋଇଥିବା ଉନ୍ନୟନ ପ୍ରଶାସକ ସୂଚନା ଦେଇଛନ୍ତି । ପ୍ରାୟ ୨୦ ମିନିଟ୍ ଅନ୍ଧାରରେ ଶ୍ରଦ୍ଧାଳୁ ମନ୍ଦିର ମଧ୍ୟରେ ଯାତାୟତ କରିଥିଲେ । ତେବେ ମିନି ଇନଭର୍ଟରରେ କିଛି ଅଞ୍ଚଳ ଆଲୋକିତ ରହିଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories