www.samajalive.in
Saturday, December 6, 2025
17.1 C
Bhubaneswar

ଟ୍ବିନ୍ ସିଟିରେ ହାଲୁକା ବର୍ଷା : କାଲି ଯାଏଁ ମେଘୁଆ ପାଗ

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ଶୀତ ସାଙ୍ଗକୁ ଝିପଝିପ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଗତ ତିନି ଦିନ ହେବ ରାଜ୍ୟରେ ଏଭଳି ପାଗ ଦେଖିବାକୁ ମିଳୁଛି। ବୁଧବାର କଟକ ଏବଂ ଭୁବନେଶ୍ବରରେ ହାଲୁକା ଧରଣର ବର୍ଷା ଲାଗି ରହିଛି। କୋହଲା ପାଗ ସାଙ୍ଗକୁ ଝିପଝିପ ବର୍ଷା ଲାଗିରହିଛି। ୨୫ ତାରିଖ ଯାଏଁ ଏଭଳି ପାଗ ଲାଗିରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୬ ତାରିଖରୁ ପାଗ ବଦଳିବା ନେଇ ସମ୍ଭାବନା ରହିଛି। ଓଡିଶା ସମେତ ରାୟଗଡା, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗୁରୁବାର ପାଇଁ ଗଜପତି, ଗଞ୍ଜାମ , ପୁରୀ , କନ୍ଧମାଳ, ଜଗତସିଂହପୁର , କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories