www.samajalive.in
Sunday, December 7, 2025
26.1 C
Bhubaneswar

ବଜ୍ରାଘାତରେ ଦୁଇ ମୃତ

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ବୁଧବାର ବଜ୍ରାଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାନ୍ତରାପୁର ଗ୍ରାମର ହୀରାମଣି ମୁଣ୍ଡା(୬୫) ଓ ବିନତି ମୁଣ୍ଡା(୩୫)।

ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ଉଭୟ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ​‌ପ୍ରବଳ ବର୍ଷା ହୋଇଥିଲା । ଏହି ସମୟରେ ଦୁଇଜଣ ଜଙ୍ଗଲରେ ଏକ ପଥର ଖୋଲରେ ରହିଥିଲେ। ହଠାତ ବଜ୍ରାଘାତ ହେବାରୁ ଉଭୟ ଟଳି ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଘଟଗାଁ ମେଡିକାଲରେ ଭର୍ତି କରାଯାଇଥିଲା। ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories