www.samajalive.in
Tuesday, December 9, 2025
26.1 C
Bhubaneswar

ବଜ୍ରପାତରେ ୪ ମୃତ, ୨ ଗୁରୁତର

ଭୁବନେଶ୍ବର: ବଜ୍ରପାତରେ ପୃଥକ ପୃଥକ ସ୍ଥାନରେ ୪ ମୃତ, ୨ ଗୁରୁତର ହୋଇଥିବା ସୂଚନା ମିଳିଛି। ବୋରିଗୁମ୍ମା ବ୍ଲକ ଅଞ୍ଚଳ ଗାଁରେ ମା’ପୁଅଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ବିଲରେ କାମ କରୁଥିବାବେଳେ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ନାଲକୋଥାନା ବଳରାମପ୍ରସାଦ ଗାଁରେ ୨ ମହିଳାଙ୍କ ବଜ୍ରପାତରେ ମୃତ୍ୟୁ ହୋଇଛି। ଆସପଣ୍ଡ ପାଖ ଜଙ୍ଗଲକୁ କାଠ ପାଇଁ ଯାଇ ୨ ମହିଳା ମୃତ ହୋଇଥିବା ଜଣାପଡ଼ିଛି। ଆଉ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଶେ ଅନୁଗୁଳ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories