www.samajalive.in
Friday, December 5, 2025
16.1 C
Bhubaneswar

ଫୁଟବଲ ଖେଳୁଥିବା ବେଳେ ବଜ୍ରପାତ: ୨ ମୃତ, ୨୬ ଆହତ

ନୂଆଗାଁ: ରବିବାର ସ୍କୁଲଛୁଟି ଥିବାରୁ ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅନ୍ତର୍ଗତ ହାତୀବାରୀ ବନେଇକେଲା ପଡିଆରେ କେତେକ ପିଲା ଆଜି ଫୁଟବଲ ଖେଳୁଥିଲେ। ଅପରାହ୍ଣରେ ହଠାତ୍‌ ବଜ୍ରପାତ ହେବାରୁ ବହୁପିଲା ଆହତ ହୋଇଥିଲେ। ସମସ୍ତଙ୍କୁ ନୂଆଗାଁ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ତେବେ କେତେଜଣଙ୍କୁ ଆମ୍ବୁଲାନ୍ସରେ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅଦ୍ୟାବଧି ଡାକ୍ତର ଘୋଷଣା କରି ନ ଥିଲେ ମଧ୍ୟ ୨ଜଣଙ୍କ ମୃତ୍ୟୁ ଘଟିଥିବା ଏବଂ ୨୬ ଜଣ ଆହତ ହୋଇଥିବା ଜଣାପଡିଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories