www.samajalive.in
Saturday, December 13, 2025
26.1 C
Bhubaneswar

ବଜ୍ରାଘାତରେ ୩ ମୃତ

କେନ୍ଦ୍ରାପଡା : କେନ୍ଦ୍ରାପଡାରେ କାଳବୈଶାଖୀ ବର୍ଷା ସହ ପ୍ରବଳ ଜୋରରେ ପବନ ବହିଛି । ବିଭିନ୍ନ ସ୍ଥାନରେ ବଡ ବଡ ଗଛ ଭାଙ୍ଗିବା ଯୋଗୁଁ ବିଦ୍ୟୁତ ସରବହାର ବିଚ୍ଛିନ୍ନ ରହିଛି । ବିଭିନ୍ନ ସ୍ଥାନରେ ବଜ୍ରପାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟିଛି । ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣଙ୍କ ମୃତ୍ୟୁ ହେବା ସହ କୁଣ୍ଡିଲୋରେ ବଜ୍ରାଘାତରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ସେହିଭଳି ଆଳି ଶାଳିଅଞ୍ଚ ଭେଡାରେ ବଜ୍ରାଘାତ ଯୋଗୁଁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ଜଳୁଛି ଓଡିଶା – ବାରିପଦାରେ ଆଜି ଚଳିତ ଗ୍ରୀଷ୍ମ ଋତୁର ସର୍ବୋଚ୍ଚ ତାପମାତ୍ରା ୪୩.୬ ଡ଼ିଗ୍ରୀ

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories