bjd gruha runa banner

ବଜ୍ରାଘାତରେ ୩ ମୃତ

bjd  ek lkhya koti banner

କେନ୍ଦ୍ରାପଡା : କେନ୍ଦ୍ରାପଡାରେ କାଳବୈଶାଖୀ ବର୍ଷା ସହ ପ୍ରବଳ ଜୋରରେ ପବନ ବହିଛି । ବିଭିନ୍ନ ସ୍ଥାନରେ ବଡ ବଡ ଗଛ ଭାଙ୍ଗିବା ଯୋଗୁଁ ବିଦ୍ୟୁତ ସରବହାର ବିଚ୍ଛିନ୍ନ ରହିଛି । ବିଭିନ୍ନ ସ୍ଥାନରେ ବଜ୍ରପାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟିଛି । ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣଙ୍କ ମୃତ୍ୟୁ ହେବା ସହ କୁଣ୍ଡିଲୋରେ ବଜ୍ରାଘାତରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ସେହିଭଳି ଆଳି ଶାଳିଅଞ୍ଚ ଭେଡାରେ ବଜ୍ରାଘାତ ଯୋଗୁଁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ଜଳୁଛି ଓଡିଶା – ବାରିପଦାରେ ଆଜି ଚଳିତ ଗ୍ରୀଷ୍ମ ଋତୁର ସର୍ବୋଚ୍ଚ ତାପମାତ୍ରା ୪୩.୬ ଡ଼ିଗ୍ରୀ

Comments are closed.