www.samajalive.in
Monday, December 15, 2025
26.1 C
Bhubaneswar

ଲିଙ୍ଗରାଜ ମନ୍ଦିର ଗର୍ଭଗୃହ ଅନ୍ଧାର

ଭୁବନେଶ୍ଵର : ଆଜି ରାଜଧାନୀରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେଉଛି। ଯାହାଫଳରେ ଭୁବନେଶ୍ଵରର ବିିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ପ୍ରାୟ ଘଣ୍ଟାଏ ହେବ ଜୋରଦାର ବର୍ଷା ଛେଚୁଛି। ସେପଟେ ବଜ୍ରପାତ ଯୋଗୁଁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଆର୍ଥିଂ ଦୁର୍ବଳ ହୋଇପଡିଛି। ଫଳରେ ମନ୍ଦିର ଗର୍ଭଗୃହର ହାଲୋଜିନ ବଲ୍ ଫାଟିବା ସହିତ ସୁଇଚ୍ ବୋର୍ଡ ଭାଙ୍ଗିଯାଇଛି। ସେବାୟତ ଏବଂ ଯାତ୍ରୀମାନେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଛନ୍ତି। ମନ୍ଦିର ଗର୍ଭଗୃହ ସମ୍ପୂର୍ଣ୍ଣ ଅନ୍ଧାର ରହିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories