www.samajalive.in
Friday, December 5, 2025
16.1 C
Bhubaneswar

ଲିଙ୍ଗରାଜ ମନ୍ଦିରରେ ଅଘଟଣ : ଯାଞ୍ଚ କଲା ଏଏସ୍‌ଆଇ ଟିମ୍

ଭୁବନେଶ୍ୱର : ବୁଧବାର ଅପରାହ୍ନରେ ରାଜଧାନୀ ଭୁବନେଶ୍ଵରରେ ୧ ଘଣ୍ଟା କାଳ ବର୍ଷା ଓ ଘଡ଼ଘଡ଼ି ହୋଇଥିଲା । ପ୍ରବଳ ବର୍ଷା ଯୋଗୁଁ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ଜଳମଗ୍ନ ପରିସ୍ଥିତି ଦୃଷ୍ଟି ହୋଇଥିଲା। ଏପରିକି ବଜ୍ରପାତ ଯୋଗୁଁ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରର ପତାକା ପୋଡିଯିବା ସହ ମନ୍ଦିରରେ ଲାଗିଥିବା କିଛି ସିସିଟିଭି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଗର୍ଭଗୃହରେ ଲାଗିଥିବା ବଲ୍‌ବ ମଧ୍ୟ ପୋଡ଼ି ଯାଇଛି । ଏବଂ ବାକି ଆଉ କିଛି କିଛି ସ୍ଥାନରେ ମଧ୍ୟ ବଲ୍‌ବ ପୋଡ଼ିଯାଇଛି ।  ଏହାସହିତ ମନ୍ଦିରର ଅନେକ ସ୍ଥାନରେ କ୍ଷୟକ୍ଷତି ନେଇ ସୂଚନା ମିଳିଛି ।  ଅନେକ ସେବାୟତ ଓ ଶ୍ରଦ୍ଧାଳୁଙ୍କୁ ମଧ୍ୟ ବିଦ୍ୟୁତ୍ ଆଘାତ ଲାଗିଥିଲା । ତେବେ ଆଜି ସକାଳୁ ଏଏସ୍‌ଆଇର ୫ ଜଣିଆ ଟିମ ମନ୍ଦିର ପରିସରରେ ବୁଲି ମନ୍ଦିର ସ୍ଥିତି ଅନୁଧ୍ୟାନ କରିଛନ୍ତି ।  ପତାକା ପରିବର୍ତ୍ତନ କରାଯାଇଥିବା ବେଳେ କିଛି ଇଲେକ୍ଟ୍ରିସିଆନ୍ ମରାମତି କାମ କରିଛନ୍ତି ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories