www.samajalive.in
Saturday, December 6, 2025
26.1 C
Bhubaneswar

ଦିନ ୧୦ଟା – ମୁଖ୍ୟ ଖବର

-ୟସ୍‍ର ସ୍ଥଳଭାଗ ଅତିକ୍ରମ ପ୍ରକ୍ରିୟା ଆରମ୍ଭ ; ସକାଳ ୯ଟା ପରେ ଆରମ୍ଭ ହୋଇଛି ଏବଂ ମଧ୍ୟାହ୍ନ ସୁଦ୍ଧା ଓଡ଼ିଶା ଉପକୂଳ ଅତିକ୍ରମ କରିବ

– ଓଡ଼ିଶାରେ ଦିନକରେ ନୂଆ ୧୧୬୨୩ ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୨୦୨୧

- Advertisement -

– ଅତି ଭୀଷଣ ବାତ୍ୟାରେ ପରିଣତ ହୋଇସାରିଥିବା ୟସ୍‍ ଉପକୂଳର ଯେତିକି ନିକଟବର୍ତ୍ତୀ ହେବାରେ ଲାଗିଛି, ଉପକୂଳବର୍ତ୍ତୀ ଜିଲାଗୁଡିକରେ ବର୍ଷା ପରିମାଣ ଏବଂ ପବନର ବେଗ ଅନୁରୂପ ଭାବେ ବୃଦ୍ଧିପାଇବାରେ ଲାଗିଛି। ବାତ୍ୟା ସ୍ଥଳଭାଗ ଛୁଇଁବା ପୂର୍ବରୁ ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲାରେ ପବନ ସହିତ ଅଧିକ ବର୍ଷା ହେବାନେଇ ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ

-ଜାତିସଂଘ ମହାସଚିବଙ୍କୁ ଭେଟିଲେ ଜୟଶଙ୍କର; ଟିକା ପ୍ରସଙ୍ଗରେ ହେଲା ଆଲୋଚନା

-ମଇ ୨୫ ସୁଦ୍ଧା ଦେଶରେ ୨୦ କୋଟିରୁ ଅଧିକ ପାନ ଟିକାକରଣ

-ବୁଦ୍ଧଦେବ ଭଟ୍ଟାଚାର୍ୟ୍ୟ କରୋନା ସଂକ୍ରମିତ; ହସପିଟାଲରେ ଭର୍ତ୍ତି

-୧୦ଟାରୁ ୧୧ଟା ସୁଦ୍ଧା ବାସୁଦେବପୁର-ବାହାନଗା ମଧ୍ୟରେ ୟସ୍‍ ସ୍ଥଳଭାଗ ଅତିକ୍ରମ କରିବା ପ୍ରକ୍ରିୟା ଆରମ୍ଭ ହେବ

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories