www.samajalive.in
Saturday, December 6, 2025
16.1 C
Bhubaneswar

ଦିନ ୧୦ଟା – ମୁଖ୍ୟ ଖବର

ଓଡ଼ିଶାରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ;  ଗୋଟିଏ ଦିନରେ ରାଜ୍ୟରେ ୪୮୫୨ ଜଣ ନୂଆ ସଂକ୍ରମିତ ଚିହ୍ନଟ , ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୭୬୫ ଏବଂ ସ୍ଥାନୀୟ ସଂକ୍ରମିତ ୨୦୮୭

ଖର୍ଚ୍ଚ କାଟ କରିବାକୁ କହିଲା ଅର୍ଥ ମନ୍ତ୍ରଣାଳୟ ; ୨୦% ଖର୍ଚ୍ଚ କମାଇବାକୁ ସରକାରୀ ବିଭାଗଗୁଡିକୁ ନିର୍ଦ୍ଦେଶ

- Advertisement -

ଅଙ୍ଗ ସାନ୍‍ ସୁ କିଙ୍କ ବିରୁଦ୍ଧରେ ନୂଆ ଦୁର୍ନୀତି ଅଭିଯୋଗ ; ୧୫ ବର୍ଷ ହୋଇପାରେ କାରାଦଣ୍ଡାଦେଶ

ସନ୍ଦିଗ୍ଧ ଚାଇନା ଗୁଇନ୍ଦା ଗିରଫ ; ବାଂଲାଦେଶ ପଟୁ ଭାରତକୁ ଅନୁପ୍ରବେଶ ଉଦ୍ୟମ ସମୟରେ ଧରାପଡିଲା

ସ୍ନାତକୋତ୍ତର ଡାକ୍ତରୀ ପ୍ରବେଶିକା ପରୀକ୍ଷା ଅନ୍ୟୂନ ମାସେ ଘୁଞ୍ଚାଅ- ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆମେରିକାର ସବୁଠାରୁ ବଡ ଚାଷୀ ବିଲ୍‍ ଗେଟସ

ବିଶ୍ୱର ସବୁଠାରୁ ଡେଙ୍ଗା ପୁଲିସ କର୍ମଚାରୀ ; ଉଚ୍ଚତା ୭ ଫୁଟ ୬ଇଞ୍ଚ

ଚୀନରେ ବିଦେଶୀ କଟକଣା ବିରୋଧରେ ନୂଆ ଆଇନ ଗୃହୀତ

ଦଣ୍ଡାଦେଶ ବିରୋଧରେ କୁଳଭୂଷଣଙ୍କୁ ଆବେଦନ ସୁଯୋଗ

କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ) ପରିସରଭୁକ୍ତ ଜଣେ କର୍ମଚାରୀଙ୍କ ଆକସ୍ମିକ ମୃତ୍ୟୁ ପରେ ତାଙ୍କ ପରିଜନକୁ ମିଳୁଥିବା ସର୍ବାଧିକ ବୀମା ରାଶି ୬ରୁ ବୃଦ୍ଧି କରାଯାଇ ୭ ଲକ୍ଷ ଟଙ୍କାରେ ନିର୍ଦ୍ଧାରଣ କରାଯାଇଛି

ଅଭିନେତ୍ରୀ ଐସା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ବୁଲିବୁଲି କ୍ଷମା ମାଗୁଛନ୍ତି ତୃଣମୂଳ କଂଗ୍ରେସ ଛାଡ଼ିଥିବା ଅନେକ ନେତା

ଭାରତର କୋଭାକ୍ସିନ ଟିକାକୁ ମନା କଲା ଆମେରିକା

କଳା କବକ ସଂକ୍ରମଣ, ୩ ସପ୍ତାହରେ ଗଲାଣି ୨୧୦୦ ଜୀବନ

୧୬ କୋଟିର ଇଞ୍ଜେକ୍‌ସନ୍‌ ନେଲେ ୩ ବର୍ଷୀୟ ଶିଶୁ ଆୟାଂଶ

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories