www.samajalive.in
Sunday, December 7, 2025
26.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ରାଜ୍ୟରେ ୨୪ଘଣ୍ଟାରେ ଆଉ ୧ ହଜାର ୯୧୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୦୯ ଓ ସ୍ଥାନୀୟ ସଂକ୍ରମିତ ୮୦୮

- Advertisement -

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୬୩, ୮୫୧କୁ ବୃଦ୍ଧି

୯,୩୯,୧୬୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

୧୯,୨୬୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ରାଜ୍ୟରେ ଆଉ ୬୯ ଆକ୍ରାନ୍ତ ମୃତ ; ମୋଟ ମୃତ୍ୟୁ ସଂଖ୍ୟା ୫୩୭୭

ପୂର୍ବାହ୍ନ ୧୧ଟା ୩୦ରେ କୋଭିଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ; ବୈଠକରେ ସାମିଲ ହେବେ ମୁଖ୍ୟ ଶାସନ ସଚିବ

ଦେଶରେ ଦିନକରେ ଆଉ ୩୫,୩୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୯୩,୦୬୨

ଚିିକିତ୍ସାଧୀନ ଅବସ୍ତାରେ ଆଉ ୪୮୩ ମୃତ ; ମୋଟ ମୃତ୍ୟୁ ସଂଖ୍ୟା ୪,୧୯,୪୭୦

୨୪ ଘଣ୍ଟାରେ ଆଉ ୩୮,୭୪୦ ସଂକ୍ରମିତ ସୁସ୍ଥ ; ମୋଟ ୩,୦୪,୬୮,୦୭୯ ସୁସ୍ଥ

ବଙ୍ଗୋପସାଗରରେ ଲଘୁଚାପ, ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

କରୋନାରେ ବିଦେଶରେ ୩,୫୭୦ ଭାରତୀୟଙ୍କ ମୃତ୍ୟୁ

ଆଜି ଭାରତ-ଶ୍ରୀଲଙ୍କା ତୃତୀୟ ଦିନିକିଆ

ଟିକସ ଫାଙ୍କି ଅଭିଯୋଗ, ‘ଦୈନିକ ଭାସ୍କର’ ଓ ‘ଭାରତ ସମାଚାର’ ଉପରେ ଆୟକର ଚଢ଼ଉ

ସୁସ୍ଥ ପରେ ମାସେ ସକ୍ରିୟ ରୁହେ ଭୂତାଣୁ

ଆଜିଠୁ ସ୍ବତନ୍ତ୍ର ଓଜେଇଇ ପାଇଁ ପଞ୍ଜୀକରଣ

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଅଫ୍‍ଲାଇନ୍‍ ଦଶମ ପରୀକ୍ଷା ନିମନ୍ତେ ପ୍ରସ୍ତୁତି ଚୂଡ଼ାନ୍ତ ; ୫୦୪ କେନ୍ଦ୍ରରେ ପରୀକ୍ଷା ଦେବେ ୧୫,୧୫୧ ବିଦ୍ୟାର୍ଥୀ

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories