www.samajalive.in
Saturday, December 6, 2025
19.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୬୩୭ କରୋନା ସଂକ୍ରମିତ ଚିହ୍ନଟ ; ସେମାନଙ୍କ ମଧ୍ୟରେ ସଂଗରୋଧରୁ ୯୪୯ ଏବଂ ସ୍ଥାନୀୟ ସଂକ୍ରମିତ ୬୮୮

ଓଡ଼ିଶାରେ ଆଉ ୬୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୪୨ ମୃତ ; ମୃତ୍ୟୁସଂଖ୍ୟା ୫୫୭୪

- Advertisement -

୨୭ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ; ୧୨ ଜିଲାକୁ ସତର୍କ ସୂଚନା

ମହାରାଷ୍ଟ୍ର ବର୍ଷା ଓ ବନ୍ୟାର ତାଣ୍ଡବ: ୧୪୯ ମୃତ, ୨ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତରଣ

ହାଇଦ୍ରାବାଦରେ ଭୂକମ୍ପ ଝଟକା

ବୀର ଯବାନଙ୍କ ଅପୂର୍ବ ସାହସ ଆମକୁ ପ୍ରତିଦିନ ପ୍ରେରଣା ଦେଉଛି- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ; ସମଗ୍ର ଦେଶ ପାଳନ କରୁଛି କାରଗିଲ ବିଜୟ ଦିବସର ୨୨ ବର୍ଷ ପୂର୍ତ୍ତି

ଦେଶରେ ଆଉ ୩୯,୩୬୧ କରୋନା ସଂକ୍ରମିତ ଚିହ୍ନଟ; ଦିନକରେ ସୁସ୍ଥ ହେଲେ ୩୫,୯୬୮; ଏପର୍ୟ୍ୟନ୍ତ ମୋଟ ୩,୦୫,୭୯,୧୦୬ ଜଣ କରୋନା ରୋଗୀ ସୁସ୍ଥ

ଆରୋଗ୍ୟ ହାର ୯୭.୩୫%

୪,୧୧,୧୮୯ ଜଣ ସକ୍ରିୟ କରୋନା ଆକ୍ରାନ୍ତ

ଦେଶରେ ରବିବାର ସଂଧ୍ୟା ସୁଦ୍ଧା ୪୫.୭୪ କୋଟି ନମୁନା ପରୀକ୍ଷା

ଦୈନିକ ସଂକ୍ରମଣ ହାର ୩.୪୧% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୧%

ମୋଟ ୪୩,୫୧ କୋଟି ପାନ ଟିକା ଦିଆଯାଇସାରିଛି

ଏଥିସହିତ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ; କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୪,୨୦,୯୬୭

ଆଜିଠାରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦିଲ୍ଲୀ ଗସ୍ତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସମେତ ବହୁ ବିରୋଧୀ ଦଳ ନେତାଙ୍କୁ ଭେଟିବେ

ପୁରୁଷ ହକି : ଅଷ୍ଟ୍ରେଲିଆଠାରୁ ୭-୧ରେ ହାରିଲା ଭାରତ

ଦେଶରେ ପ୍ରଥମ ଘଟଣା : ମତଦାତାଙ୍କୁ ଲାଞ୍ଚ ଅଭିଯୋଗରେ ସାଂସଦ ଦୋଷୀ

ପେଗାସସ୍‌ ବିବାଦ : ସର୍ବୋଚ୍ଚ ନ୍ୟାୟାଳୟର ଦ୍ବାରସ୍ଥ ହେଲେ ସାଂସଦ ଜନ୍ ବ୍ରିଟାସ୍‌

ପ୍ରଥମ ଟି-୨୦ରେ ଶ୍ରୀଲଙ୍କାକୁ ହରାଇଲା ଭାରତ

ମୃତ୍ୟୁସଂଖ୍ୟା ୨୦୦ ଟପିଲା;ମହାରାଷ୍ଟ୍ର, କର୍ଣ୍ଣାଟକ, ଗୋଆରେ ବର୍ଷା ବିତ୍ପାତ

ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ତେଲଙ୍ଗାନାର ରାମାପ୍ପା ମନ୍ଦିର

ଦୈନିକ ଭାସ୍କର ୭୦୦ କୋଟି ଟିକସ ଫାଙ୍କିଛି : ଆୟକର ବିଭାଗ

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories