www.samajalive.in
Saturday, December 6, 2025
23.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ; ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୯ ; ରାଜ୍ୟରେ କରୋନା ଜନିତ ମୃତ୍ୟୁ ୬୫୦୧

ରାଜ୍ୟରେ ଦିନକ ମଧ୍ୟରେ ୮୮୬ ନୂଆ ସଂକ୍ରମିତ ; ସଂଗରୋଧରୁ ୫୧୨ ଓ ସ୍ଥାନୀୟ ସଂକ୍ରମିତ ୩୭୪

- Advertisement -

ରାଜ୍ୟରେ ଦିନକ ମଧ୍ୟରେ ୧୪୬୩ ସୁସ୍ଥ ହୋଇଥିବାବେଳେ ୧୧୪୮୬ ଜଣ ସକ୍ରିୟ ସଂକ୍ରମିତ

ରାଜ୍ୟ କ୍ୟାବିନେଟ୍ ଆଜି : ହକି ଲାଗି ସ୍ବତନ୍ତ୍ର ପଦକ୍ଷେପ!

ଆଜି ୟୁଏନ୍‌ଏସ୍‌ସି ବୈଠକରେ ଅଧ୍ୟକ୍ଷତା କରିବେ ମୋଦୀ

ବାଂଲାଦେଶରେ ହିନ୍ଦୁ ମନ୍ଦିର, ଦୋକାନ ଓ ହିନ୍ଦୁଙ୍କ ଉପରେ ଆକ୍ରମଣ; ୧୦ ଗିରଫ

ଦେଶରେ ଦିନକ ମଧ୍ୟରେ ୩୫,୪୯୯ ନୂଆ ସଂକ୍ରମିତ ଚିହ୍ନଟ

ଗୋଟିଏ ଦିନରେ ୩୯,୬୮୬ ଜଣ ସୁସ୍ଥ ;  ଆରୋଗ୍ୟ ହାର ୯୭.୪୦%

ଦେଶରେ ମୋଟ ୩,୧୧,୩୯,୪୫୭ ଜଣ କରୋନା ରୋଗୀ ସୁସ୍ଥ

ସଂପ୍ରତି ୪,୦୨,୧୮୮ ଜଣ ସକ୍ରିୟ ରୋଗୀ ରହିଛନ୍ତି

ଦେଶରେ ଦୈନିକ ସଂକ୍ରମଣ ହାର ୨.୫୯% ଏବଂ ସାପ୍ତାହିକ ହାର ୨.୩୫%

ରବିବାର ସଂଧ୍ୟା ସୁଦ୍ଧା ମୋଟ ୪୮.୧୭ କୋଟି ନମୁନା ପରୀକ୍ଷା କରାଯାଇସାରିଛି

ସେହି ସମୟ ମଧ୍ୟରେ ୫୦.୮୬ କୋଟି ପାନ ଟିକା ଦିଆଯାଇଛି

କୁନ୍ଦୁଜ ସମେତ ଆଉ ୩ ଆଫଗାନ ସହର ତାଲିବାନ ଦଖଲରେ

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories