www.samajalive.in
Sunday, December 7, 2025
23.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ଆରମ୍ଭ ହେଲା ଜଗା ଦର୍ଶନ, ସର୍ବସାଧାରଣଙ୍କ ଦର୍ଶନ ଲାଗି ଖେଲିଲା ପୁରୀ ଶ୍ରୀମନ୍ଦିର

କରୋନା କଟକଣା ମଧ୍ୟରେ ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠାରୁ ଖୋଲିଲା ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର

- Advertisement -

କଟକଣା ମଧ୍ୟରେ ଆଜିଠାରୁ ଭୁବନେଶ୍ବରରେ ଖୋଲୁଛି ସମସ୍ତ ଧର୍ମାନୁଷ୍ଠାନ

ଆଜିଠାରୁ ଭିତରକନିକା ଜାତୀୟ ଉଦ୍ୟାନରେ ପକ୍ଷୀ ଗଣନା, ୭ ଦିନ ଧରି ଚାଲିବ ଏହି ପକ୍ଷୀ ଗଣନା

ରାଜ୍ୟରେ ୭୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷ ବୟସରୁ କମ୍‍ ୧୦୧ ଜଣ

ସଂଗରୋଧରୁ ୪୪୩ ଓ ସ୍ଥାନୀୟ ସଂକ୍ରମିତ ୩୧୮

ଅନୁଗୁଳ ଜିଲାରୁ ୧୬, ବାଲେଶ୍ୱର ୫୨, ବରଗଡ ୧୮, ଭଦ୍ରକ ୮ ଓ ବଲାଙ୍ଗିରରୁ ୨ ଜଣ ଚିହ୍ନଟ

ବଉଦ ୧, କଟକ ୧୧୭, ଦେବଗଡ ୧୨, ଢେଙ୍କାନାଳ ୧୨, ଗଜପତି ୨, ଗଞ୍ଜାମ ୩ ଓ ଜଗତସିଂହପୁରରୁ ୧୮ ଚିହ୍ନଟ

ଯାଜପୁରରୁ ୩୫, ଝାରସୁଗୁଡା ୧, କେନ୍ଦ୍ରାପଡା ୧୫, କେନ୍ଦୁଝର ୫, ଖୋର୍ଦ୍ଧାରୁ ୧୮୯ ଚିହ୍ନଟ

ମାଲକାନଗିରି ୨, ମୟୁରଭଞ୍ଜ ୨୪, ନବରଙ୍ଗପୁର ୧, ନୟାଗଡ ୧୨, ପୁରୀ ୧୩, ରାୟଗଡାରୁ ୨୫ ଜଣ ଚିହ୍ନଟ

ସମ୍ବଲପୁର ୨୦, ସୋନପୁର ୧, ସୁନ୍ଦରଗଡ ୧୦ ଓ ଷ୍ଟେଟପୁଲରୁ ୬୪ ଜଣ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ୮୯୧୭ ସକ୍ରିୟ ସଂକ୍ରମିତ ରହିଥିବା ଜଣାଯାଇଛି

କଟକରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି

ଢେଙ୍କାନାଳରେ ୯, ଖୋର୍ଦ୍ଧାରେ ୮ ଓ ଯାଜପୁରରେ ୬ ଜଣଙ୍କର ମୃତ୍ୟୁ

କେନ୍ଦ୍ରାପଡା ଜିଲାରେ ୪, ବାଲେଶ୍ୱରରେ ୩ ଓ ପୁରୀରେ ୨ ଜଣଙ୍କର ମୃତ୍ୟୁ

ଦିନକ ମଧ୍ୟରେ ଭଦ୍ରକ, ଝାରସୁଗୁଡା, କେନ୍ଦୁଝର ଓ ରାୟଗଡା ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ

ରାଜ୍ୟରେ କରୋନା ଜନିତ ମୃତ୍ୟୁ ୭୪୨୬କୁ ବୃଦ୍ଧି

ଜାତିଭିତ୍ତିକ ଜନଗଣନା ଦାବି: ନିତିଶ କୁମାରଙ୍କ ନେତୃତ୍ୱାଧୀନ ୧୦ ରାଜନୈତିକ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ

ଅଗଷ୍ଟ ୩୧ ସୁଦ୍ଧା ଆମେରିକୀୟ ସୈନ୍ୟ ଆଫଗାନିସ୍ତାନରୁ ଫେରିବା ନେଇ ବାଇଡେନ ଆଶାବାଦୀ

ଯନ୍ତ୍ରଣା ଓ କ୍ଷତି ବିନା ଆଫଗାନିସ୍ତାନରୁ ନାଗରିକଙ୍କୁ ସ୍ଥାନାନ୍ତରଣ ସମ୍ଭବ ନୁହେଁ

ଆଫଗାନ ଶରଣାର୍ଥୀଙ୍କ ପାଇଁ ଆମେରିକା ସେମାନଙ୍କର ନୂଆ ଘର ହେବ

ଶତାଧିକ ତାଲିବାନି ପଞ୍ଜଶିର ମୁହାଁ; କଡା ଜବାବ ଦେବାକୁ ପ୍ରସ୍ତୁତ ଅହମଦ ମାସୁଦ

ପାରା ଅଲିମ୍ପିକ୍‌ସ ଉଦ୍‌ଘାଟନୀ ଉତ୍ସବ : ଭାରତର ୫ ଖେଳାଳି, ୬ ଅଧିକାରୀ

ଆସନ୍ତାକାଲିଠାରୁ ଟୋକିଓ ପାରାଲିମ୍ପିକ୍‌ସ

ଫୁଟବଲ ଅଲିମ୍ପିଆନ ହକିମ୍‌ଙ୍କ ଦେହାନ୍ତ

ପାକିସ୍ତାନରେ ପଶିଲେ ତାଲିବାନ ; ଇସଲାମାବାଦରେ ଉଡ଼ାଇଲେ ସଂଗଠନ ପତାକା

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories