www.samajalive.in
Sunday, December 7, 2025
13.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ଭୁବନେଶ୍ୱର : ରାଜ୍ୟରେ ୨ଦିନ ପ୍ରବଳ ବର୍ଷା ; ଆଜି ୮ ଜିଲାକୁ ଅରେଞ୍ଜ ଓ ୯ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି ମେଡିକାଲ ପ୍ରବେଶିକା ପରୀକ୍ଷା ; ରାଜ୍ୟରେ ୧୬ଟି ସହରରେ ହେବ ନିଟ୍‍ ପରୀକ୍ଷା

- Advertisement -

ବ୍ରହ୍ମପୁର : ମୁହାଁମୁହିଁ ଧକ୍କା ପରେ ଘର ଉପରେ ମାଡିଗଲା ଟ୍ରକ ; ଅଳ୍ପକେ ବର୍ତ୍ତିଲେ ୨ ପରିବାର ଲୋକେ ; ୨ ଚାଳକ ଗୁରୁତର

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୪୯ ନୂଆ ଆକ୍ରାନ୍ତ ; ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୩, ସଙ୍ଗରୋଧରୁ ୩୮୧ , ସ୍ଥାନୀୟ ୨୬୮

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୬,୩୬୨କୁ ବୃଦ୍ଧି ପାଇଛି ; ୧୦,୦୧,୨୫୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ; ୬,୯୫୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୯, ବାଲେଶ୍ୱର ୩୭, ବରଗଡ ୨, ଭଦ୍ରକ ୬, ବଲାଙ୍ଗୀର ୫, ବୌଦ୍ଧ ୧, କଟକ ୮୪, ଦେଓଗଡ ୧, ଢେଙ୍କାନାଳ ୨,

ଗଜପତି ୧, ଗଞ୍ଜାମ ୫, ଜଗତସିଂହପୁର ୩୭, ଯାଜପୁର ୩୦, ଝାରସୁଗୁଡା ୬, କଳାହାଣ୍ଡି ୨, କନ୍ଧମାଳ ୨,କେନ୍ଦ୍ରାପଡା ୨୪, କେନ୍ଦୁଝର ୯, ଖୋର୍ଦ୍ଧା ୨୩୫

,କୋରାପୁଟ ୫, ମାଲାକାନଗିରି ୧, ମୟୁରଭଞ୍ଜ ୩୦, ନବରଙ୍ଗପୁର ୧, ନୟାଗଡ ୬, ନୂଆପଡା ୨, ପୁରୀ ୧୭, ରାୟଗଡା ୩, ସମ୍ବଲପୁର ୯, ସୁନ୍ଦରଗଡ ୨୫, ଷ୍ଟେଟ ପୁଲରୁ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଦେଶରେ ୨୪ ଘଣ୍ଟାରେ ଆଉ ୨୮,୫୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୩୬,୯୨୧କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ତାରେ ଆଉ ୩୩୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୨,୬୫୫ରେ ପହଞ୍ଚିଛି

ଦିନକରେ ଆଉ ୩୪,୮୪୮ ସୁସ୍ଥ ହୋଇଥିବା ବେଳେ ମୋଟ ୩,୨୪,୦୯,୩୪୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତ ମୃତ

ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୮

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories