www.samajalive.in
Sunday, December 7, 2025
26.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ବନ୍ଦ ହେଲା ହୀରାକୁଦର ଆଉ ୬ ଗେଟ୍‍ ; ବର୍ତ୍ତମାନ ୧୮ଟି ଗେଟ୍‍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

ଆମେରିକା ମାନିଲା- କାବୁଲ ଆକ୍ରମଣରେ ୧୦ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଥିଲା

- Advertisement -

ଅଗ୍ନିଶମ ସେବା ଜରୁରୀ ନମ୍ବର ଏବେ ୧୧୨

ପ୍ରୟାଗରାଜରେ ଆତ୍ମସମର୍ପଣ କଲା ସନ୍ଦିଗ୍ଧ ଆତଙ୍କି; ଖୋଜୁଥିଲା ଏଟିଏସ୍‍

ରାଜ୍ୟରେ ଦିନକରେ ଆଉ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ

ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୦୧ ଓ ସ୍ଥାନୀୟ ସଂକ୍ରମିତ ୨୯୪

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୮୩ ଜଣ

ଅନୁଗୁଳ ଜିଲାରେ ୬, ବାଲେଶ୍ୱର ୩୦, ଭଦ୍ରକ ୧୩ ଓ କଟକରେ ୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଦେବଗଡ ଜିଲାରେ ୧, ଢେଙ୍କାନାଳ ୪, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁରରେ ୨୫ ଜଣ ଚିହ୍ନଟ ହୋଇଛନ୍ତି

ଯାଜପୁରରେ ୩୯, ଝାରସୁଗୁଡାରେ ୬, କଳାହାଣ୍ଡି ୨, କନ୍ଧମାଳ ୧, କେନ୍ଦ୍ରାପଡାରେ ୮ ଓ କେନ୍ଦୁଝରରେ ଜଣେ ଚିହ୍ନଟ

ଖୋର୍ଦ୍ଧାରୁ ୩୨୩, ମାଲକାନଗିରି ୪, ମୟୁରଭଞ୍ଜ ୧୮, ନବରଙ୍ଗପୁର ୧, ନୟାଗଡ ୩, ପୁରୀ ୧୮ ଓ ରାୟଗଡାର ୭ ଚିହ୍ନଟ

ସମ୍ବଲପୁର ଜିଲାରେ ୮, ସୋନପୁର ୨, ସୁନ୍ଦରଗଡ ୫ ଓ ଷ୍ଟେଟପୁଲରୁ ୭୬ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଦିନକରେ ୭୧୯ ସୁସ୍ଥ ହୋଇଥିବାବେଳେ ସଂପ୍ରତି ୫୮୭୬ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି

ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଓ କୋରାପୁଟ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ

ଏଥିସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୧୨୮କୁ ବୃଦ୍ଧି

ଦେଶରେ ୨୪ ଘଣ୍ଟାରେ ଆଉ ୩୫,୬୬୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୧୭,୩୯୦କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୮୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୪,୫୨୯

ଦିନକରେ ଆଉ ୩୩,୭୯୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୨୬,୩୨,୨୨୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

୩,୪୦,୬୩୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

୨୪ ଘଣ୍ଟା ମଧ୍ୟରେ ସବୁଠାରୁ ଅଧିକ ୨.୫ କୋଟି ରେକର୍ଡ ସଂଖ୍ୟକ ଟିକାକରଣ

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories