ଦିନ ୧୧ଟା – ମୁଖ୍ୟ ଖବର
ରାଜ୍ୟରେ ୨୪ ଘଣ୍ଟାରେ ୧୯୪୮ ନୂଆ କରୋନା ସଂକ୍ରମିତ ଚିହ୍ନଟ
ସଂଗରୋଧରୁ ୧୧୨୦ ଏବଂ ସ୍ଥାନୀୟ ସଂକ୍ରମିତ ୮୨୮ ଜଣ
ଦିନରେ ୧୯୪୩ ଜଣ କରୋନା ରୋଗୀ ସୁସ୍ଥ ; ରାଜ୍ୟରେ ସଂପ୍ରତି ୧୯୬୨୩ ଜଣ ସକ୍ରିୟ
ଓଡ଼ିଶାରେ ଦିନକରେ ୬୭ କରୋନା ରୋଗୀଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ୨୦
ରାଜ୍ୟରେ କରୋନା ଜନିତ ମୃତ୍ୟୁ ୫୩୦୮
ରାଜସ୍ଥାନରେ ପୁଣି ଭୂକମ୍ପ ଝଟକା ; ରିକ୍ଟର ସ୍କେଲରେ ତିବ୍ରତା ୪.୮
ବିଜେପିକୁ ହଟାଇବା ପର୍ୟ୍ୟନ୍ତ ‘ଖେଳ ହେବ’: ମମତା
ଦେଶରେ ଆଉ ୪୧,୩୮୩ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ
ଦିନକ ମଧ୍ୟରେ ୩୮,୬୫୨ ଜଣ କରୋନାରୁ ସୁସ୍ଥ ; ବୁଧବାର ସଂଧ୍ୟା ସୁଦ୍ଧା ମୋଟ ୩,୦୪,୨୯,୩୩୯ ଜଣ କରୋନା ରୋଗୀ ସୁସ୍ଥ
ଦେଶରେ ୪,୦୯,୩୯୪ ଜଣ ସକ୍ରିୟ କରୋନା ରୋଗୀ
ଦେଶରେ ଦୈନିକ ସଂକ୍ରମଣ ହାର ୨.୪୧% ଏବଂ ସାପ୍ତାହିକ ହାର ୨.୧୨%
ଦେଶରେ ୪୫.୦୯ କୋଟି ନମୁନା ପରୀକ୍ଷା
ଦେଶରେ କରୋନରୁ ଆରୋଗ୍ୟ ହାର ୯୭.୩୫%
ଗତକାଲି ସଂଧ୍ୟା ସୁଦ୍ଧା ମୋଟ ୪୧.୭୮ କୋଟି ପାନ ଟିକା
ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ ହେବେ ୭୦୦ ଶିକ୍ଷକ, ଅଗଷ୍ଟ ୭ରେ ସାକ୍ଷାତ୍କାର
ପାକିସ୍ତାନର ପୂର୍ବତନ କୂଟନୀତିଜ୍ଞଙ୍କ ଝିଅକୁ ହତ୍ୟା
ଆଇସିସି ଦିନିକିଆ ବ୍ୟାଟିଂ ମାନ୍ୟତା, କୋହଲି ୨ୟରେ ସ୍ଥିର; ଧାୱନ ୧୬କୁ ଉଠିଲେ
ଆଜିଠାରୁ ଯନ୍ତର ମନ୍ତରରେ କୃଷକଙ୍କ ବିକ୍ଷୋଭ; ସୁରକ୍ଷା ବ୍ୟବସ୍ଥା କଡାକଡି
ଟୋକିଓ ଅଲିମ୍ପିକ୍ସ: ହାନ୍ନା ବୟୋଜ୍ୟେଷ୍ଠ; ଜାଜା ସର୍ବକନିଷ୍ଠ
ଶ୍ରୀଲଙ୍କା ବିପକ୍ଷରେ ୨ୟ ଦିନିକିଆରେ ବିଜୟୀ ହୋଇ ଭାରତର ବିଶ୍ୱ ରେକର୍ଡ
Comments are closed.