www.samajalive.in
Saturday, December 6, 2025
16.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର (୨୨ ମେ ୨୦୨୧)

ଦେଶ/ବିଦେଶ ଖବର

-ଲଦାଖରେ ଭୂକମ୍ପ ଝଟକା ଅନୁଭବ

- Advertisement -

-କରୋନା ବିରୋଧୀ ଲଢ଼େଇରେ ଆଗଧାଡ଼ିର ଯୋଦ୍ଧା ଭାବେ ପରିଚିତ ଅନେକ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ୨ୟ ତରଙ୍ଗରେ ୪୨୦ ଡାକ୍ତରଙ୍କ ପ୍ରାଣହାନୀ ଘଟିଥିବା ଭାରତୀୟ ଚିକିତ୍ସା ସଂଘ (ଆଇଏମଏ) ପକ୍ଷରୁ କୁହାଯାଇଛି

– ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୭ ହଜାର ୨୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୯୪ ଜଣ ପ୍ରାଣ ହରାଇଛନ୍ତି।

– ଟିକା ସମସ୍ୟା ପାଇଁ କେନ୍ଦ୍ରକୁ ପରୋକ୍ଷରେ ଦାୟୀ କଲା ସିରମ ଇନଷ୍ଟିଚ୍ୟୁଟ୍‌

– ଭବିଷ୍ୟତରେ କୋଭିଡ-୧୯ ସାଧାରଣ ଥଣ୍ଡା ରୋଗରେ ପରିଣତ ହୋଇପାରେ: ଗବେଷକ

– ଗଣତନ୍ତ୍ର ଦିବସରେ ଲାଲ କିଲ୍ଲା ହିଂସା; ୩୨୨୪ ପୃଷ୍ଠାର ଅଭିଯୋଗ ଫର୍ଦ୍ଦ ଦାଖଲ

– ୨୦୨୦ ବିହାର ନିର୍ବାଚନରେ ଭାଜପାର ଖର୍ଚ୍ଚ ୭୧.୭୩ କୋଟି ; ତାରକା ପ୍ରଚାରକଙ୍କ ବିମାନ ଭଡା ୨୪ କୋଟି

ମୁଣ୍ଡପିଛା ଆୟରେ ଭାରତକୁ ଟପିଲା ବାଂଲାଦେଶ

– ଏୟାର ଇଣ୍ଡିଆ ତଥ୍ୟ ଚୋରି :୪୫ ଲକ୍ଷ ପ୍ରଭାବିତ

– ଚୀନରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୭.୪

– ଜାମ୍ମୁରେ ୧୨୦ ବର୍ଷୀୟା ମହିଳା ନେଲେ କୋଭିଡ ଟିକା

ରାଜ୍ୟ ଖବର

– ଦିନକରେ ରାଜ୍ୟରେ ନୂଆ ୧୧୧୦୮ ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରୁ ୧୪୫୧
-ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି

– ବାତ୍ୟା ‘ୟାସ’ ଆଶଙ୍କା – ୭୪ ଟ୍ରେନ୍ ବାତିଲ

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories