www.samajalive.in
Saturday, December 6, 2025
26.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର (୨୪ ମେ ୨୦୨୧)

ଦେଶ/ବିଦେଶ ଖବର

ବାତ୍ୟା ରୂପ ନେଲା ୟାସ୍‍; ପାରାଦୀପଠାରୁ ୫୪୦ କିଲୋମିଟର ଦୂରରେ ରହିଛି ;
୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟା ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଅତି ଭୀଷଣ ବାତ୍ୟା ରୂପ ନେବ

- Advertisement -

ଜଳବାୟୁ ପରିବର୍ତ୍ତନ ରୋକିବା ପ୍ରୟାସ: ପୋପଙ୍କ ପାଇଁ ନୂଆ ବିଦ୍ୟୁତଚାଳିତ ଗାଡି

ରାଜସ୍ଥାନରେ କରୋନାର ୩ୟ ତରଙ୍ଗ ! ୨ ଜିଲାରେ ୬ ଶିଶୁ ସଂକ୍ରମିତ

ବେଜିଂ: ଚୀନରେ ଏକ କ୍ରସ କଂଟ୍ରି ମାଉଣ୍ଟେନ ରେସରେ ଅଂଶଗ୍ରହଣ କରିଥିବା ଧାବକଙ୍କ ମଧ୍ୟରୁ ୨୧ ଜଣ ଭୀଷଣ କୁଆପଥର ମାଡ, ବର୍ଷା, ଅତ୍ୟନ୍ତ ଥଣ୍ଡାପାଗ ଏବଂ ଜୋର୍‍ରେ ପବନ ବହିବା ଭଳି ପ୍ରତିକୂଳ ପାଗ ପରିସ୍ଥିତି କାରଣରୁ ପ୍ରାଣ ହରାଇଛନ୍ତି

– ଦିନକରେ ନୂଆ କରୋନା ସଂକ୍ରମିତ ୨.୨୨ ଲକ୍ଷ; ମୃତ ୪,୪୫୪

– ନ୍ୟୁୟର୍କରେ ପହଞ୍ଚିଲେ ଜୟଶଙ୍କର, ଟିକା ଆମଦାନୀ ନେଇ କରିବେ ଆଲୋଚନା

– ଆତଙ୍କ ଖେଳାଇବାକୁ ହତ୍ୟାର ଭିଡିଓ କରିଥିଲେ ସୁଶିଲ କୁମାର- ପୁଲିସ

– ଏଲୋପାଥିକୁ ନେଇ ଦେଇଥିବା ମନ୍ତବ୍ୟ ପ୍ରତ୍ୟାହାର କଲେ ରାମଦେବ

– ଭାରତ-ପ୍ରଶାନ୍ତ ମହାସାଗର ଅଭିମୁଖେ ବ୍ରିଟେନର ବିମାନବାହୀ ଯୁଦ୍ଧଜାହାଜ ; ଚୀନ ଉପରେ ରଖିବ କଡା ନଜର

– ଭାରତରେ କୋଭିଡ ମୃତ୍ୟୁ ୩ ଲକ୍ଷ ଟପିଲା; ଆମେରିକା, ବ୍ରାଜିଲ ପରେ ତୃତୀୟ ସ୍ଥାନରେ

– ଏନପିଏସ୍‍ ସମସ୍ତଙ୍କ ପାଇଁ ସର୍ବୋତ୍ତମ ଅବସରକାଳୀନ ନିବେଶ ହୋଇନପାରେ

– ଜୁନ ମାସରୁ ପିଲାଙ୍କ ଉପରେ କୋଭାକ୍ସିନ ଟିକା ପରୀକ୍ଷା

– ପ୍ଲାଷ୍ଟିକ ବୋତଲ ସାହାଯ୍ୟରେ ସମୁଦ୍ର ପହଁରି ସ୍ପେନ ପହଞ୍ଚିଲା ମରକ୍କୋ ବାଳକ

ରାଜ୍ୟ ଖବର

– ରାଜ୍ୟରେ ଗୋଟିଏ ଦିନରେ ୧୧୦୫୯ ନୂଆ ସଂକ୍ରମିତ; କଟକରୁ ସର୍ବାଧିକ ୧୧୩୩ ଚିହ୍ନଟ

ରାଜ୍ୟରେ ବୃଦ୍ଧି ପାଉଛି କରୋନା ମୃତ୍ୟୁ ; ଦିନକରେ ଆଉ ୩୨ ଆକ୍ରାନ୍ତ ମୃତ

– ବିପିୟୁଟି ସେମିଷ୍ଟର ପରୀକ୍ଷା ସ୍ଥଗିତ

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories