ଦିନ ୧୨ ଟା ମୁଖ୍ୟ ଖବର (୨୭ ମେ ୨୦୨୧)

ଦେଶ/ବିଦେଶ ଖବର

– କୋଭିଡ-୧୯ ଉତ୍ପତ୍ତିର ଗୋଇନ୍ଦା ରିପୋର୍ଟ ମାଗିଲେ ବାଇଡେନ, ତିନିମାସ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

 ସଞ୍ଜୟ ଦତ୍ତଙ୍କୁ ୟୁଏଇର ଗୋଲ୍ଡେନ ଭିସା

– ୧୨ ବର୍ଷରୁ ଊର୍ଦ୍ଧ୍ଵ ପିଲାଙ୍କ ପାଇଁ ଉପଯୁକ୍ତ ଫାଇଜର ଟିକା, ଭାରତରେ ତ୍ଵରିତ ମଞ୍ଜୁରୀ ପାଇଁ କମ୍ପାନୀର ନିବେଦନ

– ଆତଙ୍କବାଦକୁ କୂଟନୀତି ଭାବରେ ଗ୍ରହଣ କରିପାରିବୁ ନାହିଁ: ଜୟଶଙ୍କର

– ଡୋମିନାକାରେ ଧରାପଡିଲେ ପଳାତକ ବ୍ୟବସାୟୀ ମେହୁଲ ଚୋକ୍ଷି

– ଭାରତୀୟ ଔଷଧ କ୍ଷେତ୍ରର ଦ୍ରୁତ ଅଭିବୃଦ୍ଧି

prayash

– ଦେଶରେ ପୁଣି ୨ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟ ଖବର
-କରୋନାରେ ଆଜି ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ ଘଟିଛି

– ଭୁବନେଶ୍ୱର ଓ କୋଲକାତା ବିମାନ ବନ୍ଦରରୁ ଉଡାଣ ଆରମ୍ଭ

– ରାଜ୍ୟରେ ଦିନକରେ ୬୭୩୬ ନୂଆ ସଂକ୍ରମିତ ଚିହ୍ନଟ; ଅନୁଗୁଳରୁ ସର୍ବାଧିକ ୭୮୮

-ରାଜ୍ୟରେ ଥମୁନି କରୋନା ମୃତ୍ୟୁ । ଚିକିତ୍ସାଧୀନ ଅବସ୍ଥାରେ ଦିନକରେ ଆଉ ୩୪ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି  ; ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୬୧୮ରେ ପହଞ୍ଚିଛି

-ଅଙ୍ଗନବାଡି କର୍ମୀ ଓ ସୁପରଭାଇଜରଙ୍କୁ ମିଳିଲା ମୋବାଇଲ କିଟ୍

-କରୋନା କଟକଣା କୁ ଫୁ, ଭିଡ଼ ଜମାଇ ପାଳନ କଲେ ପୂଜାପାଠ

kalyan agarbati

Comments are closed.