ଦିନ ୧୨ଟା – ମୁଖ୍ୟ ଖବର

ଦେଶ/ବିଦେଶ ଖବର
ଦେଶରେଆଉ ୧ ଲକ୍ଷ ୭୩ ହଜାର ୭୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୭୭,୨୯,୨୪୭କୁ ବୃଦ୍ଧି ପାଇଛି ; ଚିକିତ୍ସାଧୀନ ଅବସ୍ଥାରେ ୩ ହଜାର ୬୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୨୨,୫୧୨

-ଆସନ୍ତା ଜୁନ ୧ ତାରିଖରୁ ବିମାନ ଯାତ୍ରା ମହଙ୍ଗା ହେବ। ଭାରତ ମଧ୍ୟରେ କୌଣସି ସ୍ଥାନକୁ ଯାତ୍ରା କଲେ ଯାତ୍ରୀଙ୍କୁ ପୂର୍ବାପେକ୍ଷା ଅଧିକ ଭଡ଼ା ଦେବାକୁ ପଡ଼ିବ

– ଜନସନ ଆଣ୍ଡ୍‍ ଜନସନର ଗୋଟିଏ ପାନ କୋଭିଡ ଟିକାକୁ ବ୍ରିଟେନର ମଞ୍ଜୁରି

– ଡିସେମ୍ବର ସୁଦ୍ଧା ଭାରତରେ ସରିବ ଟିକାକରଣ

 ଜୁନ୍‍ ୩୦ ପର୍ଯ୍ୟନ୍ତ ଆନ୍ତର୍ଜାତିକ ଉଡାଣ ବନ୍ଦ

– କାନାଡ଼ା ସଂସଦର ଭିଡିଓ କନ୍‌ଫରେନ୍ସିଂ ସମୟରେ ପରିଶ୍ରା କରୁଥିବା ନଜର ଆସିଲେ ସାଂସଦ

– ଏଚଡିଏଫସି ବ୍ୟାଙ୍କ ଉପରେ ୧୦ କୋଟି ଟଙ୍କା ଜରିମାନା; ନିୟାମକ ବ୍ୟବସ୍ଥା ଅନୁପାଳନ କରିନଥିବା କାରଣରୁ ରିଜର୍ଭ ବ୍ୟାଙ୍କ ଲାଗୁକଲା ଜରିମାନା

– ୩୧ କୋଟି ଦେଇ ନୂଆ ଘର କିଣିଲେ ଅମିତାଭ ବଚନ

prayash

– ବିମାନ ଭିତରେ ବାଦୁଡି; ମଝି ଆକାଶରୁ ଫେରିଲା ଏୟାର ଇଣ୍ଡିଆ ବିମାନ

– ମହାରାଷ୍ଟ୍ରରେ କୋଠା ଭୁଷୁଡି ୭ ମୃତ

– ଚାଇନା ଯୁବତୀଙ୍କ କଣ୍ଠରେ ହିନ୍ଦୀ ଗୀତ ‘ଆଁଖେଁ ଖୁଲି’, ସାମାଜିକ ଗଣମାଧ୍ୟମରେ ଏବେ ଚର୍ଚ୍ଚାରେ

ରାଜ୍ୟ ଖବର

– ରାଜ୍ୟରେ ୭୧୮୮ ନୂଆ ସଂକ୍ରମିତ ; ଖୋର୍ଦ୍ଧାରୁ ସର୍ବାଧିକ ୧୧୩୪

– ପହିଲାରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ

– ନବୀନଙ୍କ ପଞ୍ଚମ ପାଳିର ଆଜି ୨ ବର୍ଷ ପୂର୍ତ୍ତି

-ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

-ରାଜ୍ୟରେ ଆଜି ୩୫ କରୋନା ସଂକ୍ରମିତଙ୍କ ମୃତ୍ୟୁ,କରୋନା ଜନିତ ମୃତ୍ୟୁସଂଖ୍ୟା ୨ ହଜାର ୬୮୬କୁ ବୃଦ୍ଧି

 

kalyan agarbati

Comments are closed.