www.samajalive.in
Saturday, December 6, 2025
26.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ଦେଶ/ବିଦେଶ ଖବର
– କେନ୍ଦ୍ରକୁ କଂଗ୍ରେସର ସମାଲୋଚନା; କହିଲା ମୋଦୀ ସରକାର ଦେଶ ପାଇଁ ହାନିକାରକ ; କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜେୱାଲା କହିଛନ୍ତି , ଦେଶ ବିଗତ ୭ ବର୍ଷରେ ବହୁତ କିଛି ହରାଇ ସାରିଛି

– ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୫ ହଜାର ୫୫୩ ନୂଆ ସଂକ୍ରମିତ ଚିହ୍ନଟ ଓ ୩,୪୬୦ ମୃତ

- Advertisement -

– ଏଲୋପାଥି-ଆୟୁର୍ବେଦ ବିବାଦ: ଆମିରଙ୍କ ଭିଡିଓ ଶେୟାର କରି ମେଡିକାଲ ମାଫିଆଙ୍କୁ ଆହ୍ବାନ କଲେ ରାମଦେବ

– ମୁମ୍ବଇ ବାସଭବନରେ ଝୁଲୁଛି ମାଳ ମାଳ ନୋଟିସ ; ଡୋମିନିକା କାରାଗାରରେ ବନ୍ଦୀ ମେହୁଲ ଚୋକ୍ସି

– ନେପାଳରେ ତିଆରି ହେବ ଭବ୍ୟ ରାମମନ୍ଦିର ; ସରକାର ଯୋଗାଇଲେ ପାଣ୍ଠି

– ଗୋପନରେ ବିବାହ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍‌, ପ୍ରେମିକା କ୍ୟାରୀ ସାଇମଣ୍ଡସ୍‍ଙ୍କୁ ଜୀବନସାଥୀ କଲେ

ରାଜ୍ୟ ଖବର

– ପୁଣି ବଢିଲା ସଂକ୍ରମଣ; ରାଜ୍ୟରେ ଦିନକରେ ୯୫୪୧ ନୂଆ ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧୩୪୨

– ରାଜ୍ୟରେ ଆଉ  ୩୩ ଆକ୍ରାନ୍ତ ମୃତ ; ମୋଟ ମୃତ୍ୟୁ ସଂଖ୍ୟା ୨୭୧୯

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories