www.samajalive.in
Sunday, December 7, 2025
23.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ଦେଶ/ବିଦେଶ ଖବର
– ସ୍ତ୍ରୀଙ୍କୁ ମାଡ଼ ମାରି ଗିରଫ ହୋଇଛନ୍ତି ଅଭିନେତା କରଣ ମେହେରା। ସ୍ତ୍ରୀଙ୍କ ପ୍ରତି ଘରୋଇ ହିଂସା ଅଭିଯୋଗରେ ମଙ୍ଗଳବାର ତାଙ୍କୁ ଗିରଫ କରିଛି ମୁମ୍ବଇ ପୁଲିସ

-ଆମଦାନୀ ହୋଇପାରିବନି ୧୦୮ ସାମରିକ ଉପକରଣ; ପ୍ରକାଶ ପାଇଲା ତାଲିକା

- Advertisement -

– ଦେଶରେ ହ୍ରାସ କରୋନା ମୃତକଙ୍କ ସଂଖ୍ୟା ; ନୂଆ ଆଉ ସଂକ୍ରମିତ ଟପିଲା ୧.୨୭ ଲକ୍ଷ

– କର୍ମଚାରୀ ଭବିଷ୍ୟନିଧି ସଂଗଠନରୁ କୋଭିଡର ଦ୍ୱିତୀୟ କିସ୍ତି ଅଗ୍ରୀମ ଉଠାଇହେବ

– ଜଗନ୍ନାଥ ବିଦ୍ୟାଧର ମହାପାତ୍ରଙ୍କୁ ସିବିଡିଟିର ଅତିରିକ୍ତ ଅଧ୍ୟକ୍ଷ ଦାୟିତ୍ବ

– ଅର୍ଥନୀତି ଉପରେ କୋଭିଡର ସାଂଘାତିକ ପ୍ରହାର; ଅଭିବୃଦ୍ଧି ବିଯୁକ୍ତ ୭.୩%

– ଭାରତରେ ଠାବ କୋଭିଡ ଭାରିଆଣ୍ଟ ‘ଡେଲଟା’; ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ନାମକରଣ

– ଆମେରିକା ବିଶେଷଜ୍ଞଙ୍କ ଚେତାବନୀ, ଆସିପାରେ ‘କୋଭିଡ-୨୬, ୩୨’ ଭଳି ମହାମାରୀ

ରାଜ୍ୟ ଖବର
-କରୋନାରେ ବିଶିଷ୍ଟ ଫୁଟବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ପରଲୋକ ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

-ରାଜ୍ୟରେ ୮୭୩୫ ନୂଆ ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧୨୨୨; ଦିନକରେ ୩୭ ମୃତ

– ଗୁଗୁଲ ମାନଚିତ୍ରରେ ଗୁରୁତର ତ୍ରୁଟି, ଓଡ଼ିଶାର ପର୍ଯ୍ୟଟନସ୍ଥଳ ଆନ୍ଧ୍ରରେ

 

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories