www.samajalive.in
Sunday, December 7, 2025
18.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୪୫୩ ଏବଂ ସ୍ଥାନୀୟ ସଂକ୍ରମିତ ୨୬୬୫ , କଟକ ଜିଲାରୁ ସର୍ବାଧିକ ୬୪୦

ରାଜ୍ୟରେ ଦୈନିକ କରୋନା ମୃତ୍ୟୁ ବୃଦ୍ଧି ; ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୧ ଆକ୍ରାନ୍ତ ଆଖି ବୁଜିଛନ୍ତି, ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପହଞ୍ଚିଛି

- Advertisement -

ଦେଶରେ କରୋନାର ଦୈନିକ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୩୬ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ହଜାର ୪୨୭ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୯ହଜାର ୧୮୬ରେ ପହଞ୍ଚିଛି

ପଶ୍ଚିମବଙ୍ଗର ବୀରଭୂମ ଜିଲାରେ ଦୁଇଜଣ ବ୍ୟକ୍ତିଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର  ଓ ବିସ୍ଫୋରକ ଜବତ ; ; ୨ ଗିରଫ

ଅବସରର ଚାରିବର୍ଷ ପରେ ମିଳିଲା ପଦୋନ୍ନତି; ବ୍ରିଗେଡିୟରରୁ ମିଳିଲା ମେଜର ଜେନେରାଲ ପାହ୍ୟା
ସ୍ୱର୍ଣ୍ଣ ମନ୍ଦିରରେ ଉଡିଲା ଖଲିସ୍ତାନି ପତାକା, ଲାଗିଲା ଭିନ୍ଦ୍ରନୱାଲେଙ୍କ ପୋଷ୍ଟର

ଅପରେସନ ବ୍ଲୁ ଷ୍ଟାରକୁ ୩୭ ବର୍ଷ ପୂରିଲା

କୋଭିଡ-୧୯ ଚିକିତ୍ସା ପାଇଁ ନିକ୍ଲୋସାମାଇଡର କ୍ଲିନିକାଲ ପରୀକ୍ଷଣ ଆରମ୍ଭ

କରୋନା ଭୂତାଣୁ ଗବେଷଣା ପାଇଁ ପେଣ୍ଟାଗନ ଦେଇଥିଲା ୩୯ ନିୟୁତ ଡଲାର

ପିଟର ଡାସକଙ୍କ ଏନଜିଓକୁ ଦିଆଯାଇଥିଲା ଅର୍ଥ; ଉହାନ ଲାବୋରେଟୋରୀରେ ଚାଲିଥିଲା ଗବେଷଣା
ପାକିସ୍ତାନରେ କୋଭିଡର ସାନି ଲହର ଆଶଙ୍କା

ପ୍ରତିକୂଳ ପାଗକୁ ନେଇ ଚିନ୍ତାରେ ଚୀନ ; ୯୦% ସୈନ୍ୟଙ୍କୁ ଅଦଳ ବଦଳ କରୁଛି

ଖେଳନା ତିଆରିରେ ପ୍ରଥମ, ଢ଼େଙ୍କାନାଳର ଝିଅ ମୁସ୍କାନ

କରୋନା ଆକ୍ରାନ୍ତଙ୍କ ଫୁସ୍‌ଫୁସ୍‌ ସଂକ୍ରମଣ ଚିକିତ୍ସା, ଏସ୍‌ସିବିରେ ଖୋଲିବ ‘ଏକ୍‍ମୋ’ ୟୁନିଟ୍‍

୯ ସୁଦ୍ଧା ଓଡ଼ିଶାରେ ମୌସୁମୀ

 

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories