www.samajalive.in
Sunday, December 7, 2025
14.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ବରଗଡ ଜିଲା ପଦମପୁର ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୁଲିସ – ମାଧବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; କ୍ୟାଡର ମାଓବାଦୀ ମୃତ; ବିପୁଳ ମାରଣାସ୍ତ୍ର ଜବତ – ଡିଜିପି

ରାଜ୍ୟରେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୩ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି

- Advertisement -

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୩୫ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ; ସେମାନଙ୍କ ମଧ୍ୟରେ ସଂଗରୋଧରୁ ୨୯୫୭ ଏବଂ ସ୍ଥାନୀୟ ସଂକ୍ରମିତ ୨୨୭୮ ,  ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୨୬ ଓ କଟକ ଜିଲାରୁ ୫୫୭ ରହିଛନ୍ତି

ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କର ପରଲୋକ ଘଟିଛି। ଅସୁସ୍ଥ ଥିବା ପ୍ରଫେସର ରାଧାମୋହନ

ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି

ନବରଙ୍ଗପୁର ଜିଲ୍ଲା ମୈଦଲପୁର ଥାନା ଅନ୍ତର୍ଗତ ଆମପାଣି ଘାଟି ନିକଟସ୍ଥ ଟାଙ୍ଗରାପାକନା ଗ୍ରାମ ନିକଟସ୍ଥ ବୁଲାଣି ପାଖରେ ଗତକାଲି ବିଳମ୍ବିତ ରାତ୍ରରେ ଏକ ଧାନ ବୋଝେଇ ଟ୍ରକ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଚାଳକ ସାମାନ୍ୟ ଆହତ ହୋଇଥିବା ସୂଚନା

ଦେଶରେ୨୪ ଘଣ୍ଟାରେ ଆଉ ୯୧,୭୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୨,୭୪,୮୨୩କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ୩ ହଜାର ୪୦୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୬୩,୦୭୯ରେ ପହଞ୍ଚିଛି

ଦିନକରେ ଆଉ ୧,୩୪,୫୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୭,୯୦,୦୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଆଫଗାନ-ପାକିସ୍ତାନ ସୀମାନ୍ତରେ ରହୁଛି ଅଲ୍‍ କାଏଦା ମୁଖ୍ୟ ; ଜୀବିତ ଅଛି ଐମନ୍‍ ଅଲ ଜୱାହାରି, ପଦାକୁ ବାହାରୁ ନାହିଁ

ପାକିସ୍ତାନରେ ତିନି ହଜାର ବର୍ଷ ପୁରାତନ ମନ୍ଦିର ସ୍ଥଳରେ ଚାଲିଛି ବେଆଇନ ନିର୍ମାଣ ; ହିନ୍ଦୁ ସମୁଦାୟ ମଧ୍ୟରେ ଉତ୍ତେଜନା

କାରାଗାରରେ ‘ଜୟ ଶ୍ରୀ ରାମ’ ଉଚ୍ଚାରଣ ପାଇଁ ବାଧ୍ୟ କରାଯାଉଛି ; ଅଦାଲତଙ୍କୁ ଜଣାଇଲେ ଆଇଏସଆଇଏସ୍‍ ଆତଙ୍କି

ଆମେରିକା ଗଠନ କରୁଛି ଷ୍ଟ୍ରାଇକ ଫୋର୍ସ ; ଚୀନର ଅସାଧୁ ବ୍ୟବସାୟିକ କାର୍ୟ୍ୟକଳାପକୁ ପ୍ରତିହତ କରିବ

ଏବେ ବି ରହିଛି ଟାଇପ ରାଇଟର ମରାମତି ଦୋକାନ ; ଅପେକ୍ଷା କରୁଛି ଗ୍ରାହକଙ୍କୁ

ଏଟିଏମ୍‍ ଇଂଟରଚେଞ୍ଜ ଦେୟ ୧୭ ଟଙ୍କାକୁ ବଢିଲା

ଚୋକ୍ଷି ଅନୁପ୍ରବେଶକାରୀ: ଡୋମିନିକା

୨୭ ବର୍ଷ ତଳେ ନିତିଶଙ୍କ ସଭାରେ ଭାଷଣ ଦେଇଥିବା ୭ ବର୍ଷର ପିଲା ଏବେ ବିହାରର ପ୍ରଶାସନିକ ଅଧିକାରୀ

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories