www.samajalive.in
Sunday, December 7, 2025
23.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ରଜ ପର୍ବ ପାଇଁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଓଟିଡିସି ଆରମ୍ଭ କଲା ‘ପିଠା ଅନ୍ ହ୍ୱିଲ୍‌’

ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ

- Advertisement -

ସେମାନଙ୍କ ମଧ୍ୟରେ ସଂଗରୋଧରୁ ୨୫୪୬ ଏବଂ ସ୍ଥାନୀୟ ସଂକ୍ରମିତ ୧୯୨୩

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୧୨

ରାଜ୍ୟରେ ପୁଣି ୪୫ ଜଣ କରୋନା ସଂକ୍ରମିତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ; କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୩ ହଜାର ୩୦୨କୁ ବୃଦ୍ଧି

ଦେଶରେ କରୋନା ସଂକ୍ରମଣ ସଂଖ୍ୟା କ୍ରମାଗତ ଭାବେ ହ୍ରାସଗୋଟିଏ ଦିନରେ ଆଉ ୮୦ ହଜାର ୮୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୯୪ ଲକ୍ଷ ୩୯ ହଜାର ୯୮୯କୁ ବୃଦ୍ଧି

୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧ ଲକ୍ଷ ୩୨ ହଜାର ୬୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ;  ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ କୋଟି ୮୦ ଲକ୍ଷ ୪୩ ହଜାର ୪୪୬ରେ ପହଞ୍ଚିଛି
ଆଉ ୩୩୦୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ;  କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୦ ହଜାର ୩୮୪କୁ ବୃଦ୍ଧି

କୋଭିଡ ଟିକାକରଣ : ଟିକା ନେଲେଣି ୨୫ କୋଟିରୁ ଅଧିକ

୨୫ କୋଟିରୁ ଅଧିକ ଟିକାଦାନ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ

ଡେଲଟା ଭାରିଆଣ୍ଟ ଦୁଇମାସରେ ରୂପ ବଦଳାଇବ ; ସେରୋସର୍ଭେ ଉପରେ ଗୁରୁତ୍ୱ

କୋଭିଡ ବର୍ଜ୍ୟ ଦୁଇମାସରେ ୪୬% ବଢିଛି ; ଦକ୍ଷିଣ ଭାରତ, ବିହାର, କର୍ଣ୍ଣାଟକରୁ ବାହାରୁଛି ସର୍ବାଧିକ ପରିମାଣର ବାୟୋମେଡିକାଲ ବର୍ଜ୍ୟ

ମୁହଁ ଖୋଲିଲେ ରାଜ କୁନ୍ଦ୍ରା; ପ୍ରଥମ ପତ୍ନୀଙ୍କ ବିରୋଧରେ କହିଲେ ସାଂଘାତିକ କଥା

ରୋଗିଣା ମାଲିକାଣୀଙ୍କ ଆମ୍ବୁଲାନ୍ସ ପଛରେ ଧାଇଁଲା ; ଡାକ୍ତରଖାନା ପର୍ୟ୍ୟନ୍ତ ପିଛାକରି ପହଞ୍ଚିଲା

ପାକିସ୍ତାନର ଉପହାର କେହି ନେଲେନାହିଁ ; ୩୨ଟି ରାଷ୍ଟ୍ରର ମୁଖ୍ୟଙ୍କ ନିକଟକୁ ଆମ୍ବ ପଠାଇଥିଲା ପାକିସ୍ତାନ

ଚୀନର ନୂଆ ଆଇନ; ଦେଶର ଯବାନଙ୍କୁ ସମାଲୋଚନା କରାଯାଇପାରିବ ନାହିଁ

ବୈଷ୍ଣୋଦେବୀ ପୀଠ ନିକଟରେ ତିଆରି ହେବ ଡିଜନିଲ୍ୟାଣ୍ଡ ; ପ୍ରଦର୍ଶିତ ହେବ ଭାରତୀୟ ପୁରାଣ କଥା

ଟୋକିଓ ଅଲିମ୍ପିକ୍‌ସ ଯୋଗ୍ୟତା ଅର୍ଜନ କଲେ ମୀରାବାଈ ଚାନୁ

ଫ୍ରେଞ୍ଚ ଓପନ – ପ୍ରଥମ ଗ୍ରାଣ୍ଡସ୍ଲାମ ଜିତିଲେ କ୍ରେସିକୋଭା

ନାଦାଲ ପରାସ୍ତ: ଆଜି ଜୋକୋଭିକ୍‍-ସିସିପାସ୍‍ ଫାଇନାଲ

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories