www.samajalive.in
Saturday, December 6, 2025
26.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ଜମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀ – ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ; ଜଣେ ଯବାନ ଶହୀଦ ; ଜଣେ ଆତଙ୍କବାଦୀ ନିହତ

ଗତ ୨୪ ଘଣ୍ଟାରେ ଦେଶରେ ୪୬,୬୧୭ ନୂଆ କରୋନା ରୋଗୀ ଚିହ୍ନଟ ; ୫୯,୩୮୪ ଜଣ କରୋନାରୁ ସୁସ୍ଥ, ଆରୋଗ୍ୟ ହାର ୯୭.୦୧%

- Advertisement -

ଏପର୍ୟ୍ୟନ୍ତ ମୋଟ ୪୧.୪୨ କୋଟି ନମୁନା ପରୀକ୍ଷା

ସଂପ୍ରତି ୫,୦୯,୬୩୭ ଜଣ ସକ୍ରିୟ ସଂକ୍ରମିତ

ଜନ୍ମଦିନ କେକ୍‍ ପାଇଁ ବାଘ ଠାରୁ ବଞ୍ଚିଲା ୨ ଭାଇଙ୍କ ଜୀବନ

୧୪ ବର୍ଷ ମଧ୍ୟରେ ପୃଥିବୀ ଉତ୍ତାପ ଦ୍ୱିଗୁଣିତ ହୋଇଛି

ନିଜ ବିଶ୍ବ କୀର୍ତ୍ତିମାନ ଭାଙ୍ଗିଲେ ଦେବେନ୍ଦ୍ର, ଟୋକିଓ ପାରାଲିମ୍ପିକ୍ସ ଯୋଗ୍ୟତା

ୟୁରୋ କପ୍‌ – ଆଜିଠାରୁ କ୍ବାର୍ଟରଫାଇନାଲ

ବିଶ୍ବର ସର୍ବକନିଷ୍ଠ ଗ୍ରାଣ୍ଡମାଷ୍ଟରଙ୍କୁ ଆନନ୍ଦଙ୍କ ଅଭିନନ୍ଦନ

ଗୋଟିଏ ଦିନରେ ରାଜ୍ୟରେ ୪୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ

ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ ; ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୮୩୮ ଓ ସ୍ଥାନୀୟ ସଂକ୍ରମିତ ୧୩୮୪ , କଟକରୁ ସର୍ବାଧିକ

କରୋନା ସମୟରେ ଛଟେଇ, ଲୋକସେବା ଭବନର ୧୮୪ କର୍ମଚାରୀଙ୍କୁ ନୋଟିସ

ଥାନା ଭିତରେ ମହିଳା ଏସ୍‌ଆଇଙ୍କୁ ଆକ୍ରମଣ ଏବଂ ଯୌତୁକ ନିର୍ୟାତନା ମାମଲାରେ ଶ୍ରୀଲିଙ୍ଗରାଜ ଥାନା ପୁଲିସ ଗୋଟିଏ ପରିବାରର ଭାଇ, ଭଉଣୀ ଓ ମା’ଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଛି

ଝଲସିବ ବଡ଼ଦାଣ୍ଡ, ଲାଗିବ ସିସିଟିଭି

ସାଇବର ଠକେଇ: ଟଙ୍କା ମିଳୁଛି, ଧରାପଡୁନାହାନ୍ତି ଅପରାଧୀ

ଫିରିଙ୍ଗିଆ ପୁଲିସ ଦ୍ୱାରା ହୋଣ୍ଡା ସିଟି କାର୍‍ ସହିତ ୩୦ କିଲୋ ଗଞ୍ଜେଇ ଜବତ, ୨ ଗିରଫ

କଟକ, ଭୁବନେଶ୍ୱରରେ ୧୦୦ ଟଙ୍କା ଛୁଇଁଲା ପେଟ୍ରୋଲ ଲିଟର

ଗାଁ ରେ ପଶିଲା ଝାଡ଼ଖଣ୍ଡି ଦନ୍ତା, ଖାଇଗଲା ସଉଦା-ପନିପରିବା

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories