www.samajalive.in
Sunday, December 7, 2025
18.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

‘ରାଷ୍ଟ୍ର ପ୍ରଥମ, ସର୍ବଦା ପ୍ରଥମ’- ଚଳିତ ବର୍ଷ ସ୍ୱାଧୀନତା ଦିବସର ଶୀର୍ଷକ

ସ୍ୱତନ୍ତ୍ରତା ଦିବସକୁ ନଜରରେ ରଖି ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି

- Advertisement -

ମହାରାଷ୍ଟ୍ରରେ ଡେଲଟା ପ୍ଲସରେ ୬୬ ସଂକ୍ରମିତ ; ୫ ମୃତ

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର ; ଏନେଇ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା

ଚଳିତ ବର୍ଷ ରେକର୍ଡ ଭାଙ୍ଗିଲା ଜୁଲାଇ ତାପମାତ୍ରା ; ଆମେରିକା ସଂସ୍ଥା ଏନଓଏଏ ପକ୍ଷରୁ ତଥ୍ୟ ; ସମୁଦ୍ର ପୃଷ୍ଠ ଓ ଭୂପୃଷ୍ଠର ତାପାମାତ୍ରାରେ ୧.୬୭ ଫାରେନାହାଇଟ୍‍ ବୃଦ୍ଧି

ପଶ୍ଚିମବଙ୍ଗ ଚାଲାଣ ବେଳେ ବାଲେଶ୍ୱର ବସ୍ତା ଅଞ୍ଚଳରୁ ଟ୍ରକ ସହ ୯୯୦ କେଜି ଗଞ୍ଜେଇ ଜବତ

ବୁର୍ଲା ଭିମସାରରେ ୨ ଶିଶୁ କରୋନା ପଜିଟିଭ

ଆଜି +୨ କଳା ଓ ଧନ୍ଦାମୂଳକ ଫଳ

କେନ୍ଦ୍ରାପଡା : ରାଜକନିକା ଭାରିଗଦା ଭଙ୍ଗାରୁଜା ଘଟଣା ପରେ ଚାପା ଉତ୍ତେଜନା ; ହଜାରେ ଲୋକଙ୍କ ନାଁରେ ଥାନାରେ ଲିଖିତ ଅଭିଯୋଗ

ରାଜ୍ୟରେ ଶୁକ୍ରବାର ଦିନକ ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ;  ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨୩କୁ ବୃଦ୍ଧି ;  କଟକ ଜିଲାରେ ସର୍ବାଧିକ ୧୫

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ସଂଗରୋଧରୁ ୬୫୭ ଓ ସ୍ଥାନୀୟ ସଂକ୍ରମିତ ୪୭୫

ଦିନକ ମଧ୍ୟରେ ରାଜ୍ୟରେ ୧୨୪୩ ଜଣ କରୋନାରୁ ସୁସ୍ଥ ; ସଂପ୍ରତି ରାଜ୍ୟରେ ୧୦୬୩୨ ଜଣ ସକ୍ରିୟ ସଂକ୍ରମିତ

ଆଜି +୨ କଳା ଓ ଧନ୍ଦାମୂଳକ ଫଳ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮,୬୬୭ ଜଣ ନୂଆ କରୋନା ସଂକ୍ରମିତ

ଦିନକ ମଧ୍ୟରେ ୩୫,୭୪୩ ଜଣ ସୁସ୍ଥ ; ଦେଶରେ ଆରୋଗ୍ୟ ହାର ୯୭.୪୫%

ଦେଶରେ ମୋଟ ୩,୧୩,୩୮,୦୮୮ ଜଣ ସୁସ୍ଥ

ଦେଶରେ ଦୈନିକ ସଂକ୍ରମଣ ହାର ୧.୭୩% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୫%

ଗତ ଶୁକ୍ରବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୪୯.୧୭ କୋଟି ନମୁନା ପରୀକ୍ଷା କରାଯାଇଛି

ଏହି ସମୟ ମଧ୍ୟରେ ୫୩.୬୧ କୋଟି ଟିକା ଦିଆଯାଇଛି

ଆଫଗାନ ଜନସାଧାରଣଙ୍କୁ ସହାୟତା ପାଇଁ ଭାରତର କାର୍ୟ୍ୟକୁ ତାରିଫ କଲେ ତାଲିବାନ ମୁଖପାତ୍ର
ଆଫଗାନରେ ଭାରତର ସାମରିକ ଉପସ୍ଥିତି ଗ୍ରହଣୀୟ ନୁହେଁ; ପାକିସ୍ତାନ ଆତଙ୍କି ଗୋଷ୍ଠୀ ସହ ସଂପର୍କକୁ ଅସ୍ୱୀକାର

କାବୁଲ ଟଳମଳ, ଇସ୍ତଫା ଦେବେ ଘନି

୧୭୫୫ ଅମ୍ଳଜାନ ଉତ୍ପାଦନ କେନ୍ଦ୍ର ସ୍ଥାପନ ପାଇଁ ୭୩୦୦ କୋଟି ଅନୁମୋଦନ

ଟିକାକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ପ୍ରଚାର, ୩୦୦ ଆକାଉଣ୍ଟ ବନ୍ଦ କଲା ଫେସବୁକ୍‌

 

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories