www.samajalive.in
Saturday, December 6, 2025
23.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ଭୁୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୫୪୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୭୪, ସଙ୍ଗରୋଧରୁ ୩୧୯ ଓ ସ୍ଥାନୀୟ ସଂକ୍ରମିତ ୨୨୬

ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୫,୩୦୯କୁ ବୃଦ୍ଧି ପାଇଛି

- Advertisement -

୧୦,୧୧,୪୮୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

୫,୫୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ମୃତ ; ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୮୭

ଦେଶରେ ଦିନକରେ ଆଉ ୧୮,୭୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୯୭,୫୮୧କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୭୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୭,୩୭୩ ; ମୃତ୍ୟୁହାର ୧.୩୩%

୨୪ ଘଣ୍ଟାରେ ୨୬,୦୩୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏଯାଏଁ ୩,୨୯,୫୮,୦୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ; ଆରୋଗ୍ୟ ହାର ୯୭.୮୧%

୨,୯୨,୨୦୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ଗତ ୨୪ ଘଣ୍ଟାରେ ୧,୦୨,୨୨,୫୨୫ ଟିକା ନେଇଥିବା ବେଳେ ମୋଟ ୮୭,୦୭,୦୮,୬୩୬ ଟିକା ନେଇ ସାରିଛନ୍ତି

ବାତ୍ୟା ‘ଗୁଲାବ’ ଦୁର୍ବଳ ହୋଇଥିବାବେଳେ ପୂର୍ବ କେନ୍ଦ୍ରୀୟ ଓ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗର ତତସଂଲଗ୍ନ ମ୍ୟାଁମାର ଉପକୂଳ‌ ଉପରେ ରହିଛି ଘୂର୍ଣ୍ଣିବଳୟ

ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ଦିନରେ ପ୍ରବଳ ବର୍ଷା ଲାଗି ରହିବ। ପାଣିପାଗ ବିଶେଷଜ୍ଞ ଓ ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ
ଗୁଜରାଟ ମୁହାଁ ‘ଗୁଲାବ’ ; ୫ଦିନରେ କ୍ଷୟକ୍ଷତି ବିବରଣୀ ଦେବେ ଜିଲାପାଳ

କରୋନା ସହାୟତା ରାଶି ପ୍ରଦାନ ନେଇ କେନ୍ଦ୍ରର ବିଜ୍ଞପ୍ତି ପ୍ରକାଶ

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories