www.samajalive.in
Monday, December 8, 2025
16.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର (୧୭ ମେ ୨୦୨୧)

ଦେଶ/ବିଦେଶ ଖବର

କୋଭିଡ ଜିନୋମ ମ୍ୟାପିଂ ଫୋରମ୍‌ରୁ ଶାହିଦ ଜମୀଲଙ୍କ ଇସ୍ତଫା

-ଗୁଜରାଟରେ ଭୂକମ୍ପର ଝଟକା ଅନୁଭୂତ

- Advertisement -

– ଡିଆରଡିଓ ଔଷଧ ୨-ଡିଜିର ଶୁଭାରମ୍ଭ କଲେ ରାଜନାଥ ଓ ହର୍ଷବର୍ଦ୍ଧନ

– ମେକ୍ସିକୋର ଏଣ୍ଡ୍ରିଆ ମେଜା ବ୍ରହ୍ମାଣ୍ଡ ସୁନ୍ଦରୀ, ଶ୍ରେଷ୍ଠ ୫ରେ ଭାରତର ଏଡଲିନ୍‌ କାଷ୍ଟଲିନା

– ପ୍ରଧାନମନ୍ତ୍ରୀଙ୍କୁ ଯଶବନ୍ତ ସିହ୍ନାଙ୍କ ଆକ୍ଷେପ, ଟିକା କୂଟନୀତି କରି ମୋଦି ଏବେ ବିଶ୍ୱନେତା ପାଲଟି ଯାଇଛନ୍ତି

– ଦୀର୍ଘ ଦିନ ପରେ ୩ ଲକ୍ଷ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା; ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୮୧ ହଜାର ୩୮୬ ନୂଆ ସଂକ୍ରମିତ ଚିହ୍ନଟ ଏବଂ ୪,୧୦୬ ମୃତ

– ବିଶ୍ୱର କ୍ଷୁଦ୍ରତମ ରୋପଣଯୋଗ୍ୟ ଚିପ୍‍ ପ୍ରସ୍ତୁତ, ଛୁଞ୍ଚି ଅଗରେ ରହିଯାଇପାରିବ; ସ୍ୱାସ୍ଥ୍ୟାବସ୍ଥା ନିରୀକ୍ଷଣ କରିବାକୁ ସମର୍ଥ

– ୟୁଏଫଓକୁ ଠାବକଲା ଆମେରିକୀୟ ଜାହାଜ; ସମୁଦ୍ର ଜଳରାଶିରେ ଅଦୃଶ୍ୟ ହୋଇଗଲା

– ନୂଆ ଭାରିଆଣ୍ଟ ପାଇଁ ଫଳପ୍ରଦ ହେଉଛି କୋଭାକ୍ସିନ

– ଇସ୍ରାଏଲ-ଗାଜା ପରିସ୍ଥିତିକୁ ନେଇ ଇସଲାମୀୟ ରାଷ୍ଟ୍ରସମୂହର ଜରୁରୀ ବୈଠକ

– ଚୀନରୁ ଆସିଲା ୩୬୦୦ ଅମ୍ଳଜାନ ସାନ୍ଦ୍ରକ

ରାଜ୍ୟ ଖବର

କରୋନାରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

– ରାଜ୍ୟରେ ୨୪ ଘଣ୍ଟାରେ ୧୦୭୫୭ ନୂଆ ସଂକ୍ରମିତ ଚିହ୍ନଟ; କଟକରୁ ସର୍ବାଧିକ ୯୭୩
 ରାଜ୍ୟରେ ଦିନକରେ ଆଉ ୨୨ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି।

– ବଦଳିବ ଦ୍ୱିତୀୟ ପାନ ଟିକାକରଣ ନିୟମ

– କେବେ ଶୀର୍ଷ ଛୁଇଁବ ଆକଳନ କରିବା କଷ୍ଟ: ଜନସ୍ୱାସ୍ଥ୍ୟ ନିର୍ଦେଶକ

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories