www.samajalive.in
Sunday, December 7, 2025
14.1 C
Bhubaneswar

ଦିନ ୧ଟା – ମୁଖ୍ୟ ଖବର

ବର୍ଷାରେ ବେହାଲ ମୁମ୍ବଇ ; ଭୁଷୁଡିଲା କୋଠା ; ୧୧ ମୃତ

ଆମେରିକା ଲାବୋରେଟୋରୀ ରିପୋର୍ଟ; ଉହାନରୁ ଲିକ୍‍ ହୋଇଥାଇପାରେ କୋଭିଡ-୧୯ ଭୂତାଣୁ

- Advertisement -

ରେକର୍ଡ ୪୧୮.୪୭ ଲକ୍ଷ ଟନ ଗହମ କିଣିଲେ ସରକାର

ଦେଶରେ ଗତ ୨୪ ଘଣ୍ଟାରେ ଆଉ ୯୪,୦୫୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ୬ ହଜାର ୧୪୮ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂକ୍ୟା ୨,୯୧,୮୩,୧୨୧କୁ ବୃଦ୍ଧି ପାଇଛି। ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୯ହଜାର ୬୭୬ରେ ପହଞ୍ଚିଛି

ରାଜ୍ୟରେ ଥମୁନି କରୋନା ମୃତ୍ୟୁ। ୨୪ ଘଣ୍ଟାରେ ଆଉ ୪୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ହଜାର ୧୬୭ରେ ପହଞ୍ଚିଛି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୬୦୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ; ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୩୪୪୬ ଏବଂ ସ୍ଥାନୀୟ ସଂକ୍ରମିତ ୨୬୫୧, ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୧୭

ବାଗଜାନ ଅଗ୍ନିକାଣ୍ଡରେ କ୍ଷତି ୨୫,୦୦୦ କୋଟି ; ଅଞ୍ଚଳର ୫୫% ଜୈବ ବିବିଧତା ନଷ୍ଟ

ଆଉ ଛଅମାସ ତାଲାବନ୍ଦ ବଢାଅ- ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ

ରେଳବାଇକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ

ବିଟକଏନକୁ ଆଇନଗତ ମୁଦ୍ରା ଭାବେ ସ୍ୱୀକୃତି ଦେଲା ଏଲ୍‍ ସାଲାଭାଡର ; ବିଶ୍ୱର ପ୍ରଥମ ରାଷ୍ଟ୍ର ଭାବେ ବିଟକଏନକୁ ଗ୍ରହଣ କଲା

ସାତବର୍ଷ କାରାଦଣ୍ଡ ଭୋଗିବେ ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀ

ଭିଡିଓକନକୁ ଅଧିଗ୍ରହଣ କରିବ ବେଦାନ୍ତ ଗ୍ରୁପ

ସୁପ୍ରିମକୋର୍ଟଙ୍କ ପ୍ରଶ୍ନ-ଏହି ଅପମିଶ୍ରିତ ଗହମ ଖାଇପାରିବ କି?

ଆଣ୍ଟାର୍କଟିକ୍‌କୁ ପଞ୍ଚମ ମହାସାଗର ମାନ୍ୟତା, ନୂଆ ନାମ ‘ଦକ୍ଷିଣ ମହାସାଗର’

ତୁର୍କୀ ବିବାହ ଭାରତରେ ବୈଧ ହୋଇନି, ଛାଡପତ୍ର କଣ? ଟିଏମ୍‌ସି ସାଂସଦ ନୁସରତ୍‌

ଟିକା ପ୍ରମାଣପତ୍ରରେ ତ୍ରୁଟି ସଂଶୋଧନ ସୁବିଧା

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories