www.samajalive.in
Saturday, December 6, 2025
23.1 C
Bhubaneswar

ଦିନ ୧ଟା – ମୁଖ୍ୟ ଖବର

ରଜ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

ଦେଶରେ ୨୪ ଘଣ୍ଟାରେ ଆଉ ୭୦ ହଜାର ୪୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୫,୧୦,୪୧୦କୁ ବୃଦ୍ଧି

- Advertisement -

ଚିକିତ୍ସାଧୀନ ଅବସ୍ଥାରେ ଆଉ ୩ ହଜାର ୯୨୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୭୪,୩୦୫

ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା : ଆଜି ପହିଲି ରଜ

ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ;  ଏଥିସହିତ ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରେ ସଂଗରୋଧରୁ ୨୪୭୫ ଏବଂ ସ୍ଥାନୀୟ ସଂକ୍ରମିତ ୧୮୬୪
ଗୋଟିଏ ଦିନରେ ୪୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି

କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ହାତୀବାରି ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା ; ୨ ମୃତ, ଜଣେ ଗୁରୁତର

ଯୁବତୀଙ୍କ ଗର୍ଭାଶୟରୁ ବାହାରିଲା ୧୦୬ ଟ୍ୟୁମର

୮ ମାସର ଗର୍ଭବତୀ; ତଥାପି ରୋଗୀଙ୍କ ଚିକିତ୍ସାରେ ସମର୍ପିତ

୩ ଫୁଟ ଲମ୍ବ ଖଣ୍ଡାରେ କେକ୍‍ କାଟିଲେ ବ୍ରିଟେନର ମହାରାଣୀ

ଫେସବୁକ ଓ ଟେଲିଗ୍ରାମ ଉପରେ ରୁଷିଆର ସାନି ଜରିମାନା

ପ୍ରତିମାସରେ ଗ୍ରାମାଞ୍ଚଳ ବିକାଶ ପାଇଁ ତେଲେଙ୍ଗାନା ସରକାର ଦେବେ ୩୩୯ କୋଟି ଟଙ୍କା

ରାତାରାତି କୋଟିପତି ହେବା ନିଶା ; ଚରସ କାରବାର କରୁଥିଲେ ଦୁଇ ପୁଲିସ କନଷ୍ଟେବଳ

ବିଶ୍ୱରେ ସବୁଠୁ ଲମ୍ବା ଆଖିପତାର କେଶ

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories