www.samajalive.in
Saturday, December 6, 2025
23.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର

ଦେଶ/ବିଦେଶ ଖବର

-କରୋନାର ଉତ୍ପତ୍ତିକୁ ନେଇ ଚୀନ ସମଗ୍ର ବିଶ୍ଵର ବୈଜ୍ଞାନିକମାନଙ୍କ ସହ ବିଶ୍ଵାସଘାତ କରିଛି: ବିଶେଷଜ୍ଞ

- Advertisement -

-ଉତ୍ତର ପ୍ରଦେଶର ଅଲୀଗଡ଼ରେ ବିଷାକ୍ତ ମଦ ପିଇବା ଘଟଣାରେ ମୃତ୍ୟୁ ସଂଖ୍ୟା ଆଜି ଭୋର ଯାଏଁ ୩୧କୁ ବୃଦ୍ଧି ପାଇଛି

– ବ୍ରିଟେନରେ ୩ୟ ତରଙ୍ଗ ବିପଦ ଘନେଇଲା, ଦ୍ରୁତଗତିରେ ବଢ଼ୁଛି ବି.୧.୬୧୭.୨ ଭାରିଆଣ୍ଟ ସଂକ୍ରମଣ

– ଜୁନ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା, ଭଡ଼ା ବୃଦ୍ଧି କଲେ ସରକାର

– ଦେଶରେ ନୂଆ ସଂକ୍ରମିତ ୧.୭୩ ଲକ୍ଷ; ଆରୋଗ୍ୟ ହାର ୯୦.୮୦ %

– ଜନସନ ଆଣ୍ଡ୍‍ ଜନସନର ଗୋଟିଏ ପାନ କୋଭିଡ ଟିକାକୁ ବ୍ରିଟେନର ମଞ୍ଜୁରି

– ଡିସେମ୍ବର ସୁଦ୍ଧା ଭାରତରେ ସରିବ ଟିକାକରଣ

 ଜୁନ୍‍ ୩୦ ପର୍ଯ୍ୟନ୍ତ ଆନ୍ତର୍ଜାତିକ ଉଡାଣ ବନ୍ଦ

– କାନାଡ଼ା ସଂସଦର ଭିଡିଓ କନ୍‌ଫରେନ୍ସିଂ ସମୟରେ ପରିଶ୍ରା କରୁଥିବା ନଜର ଆସିଲେ ସାଂସଦ

– ଏଚଡିଏଫସି ବ୍ୟାଙ୍କ ଉପରେ ୧୦ କୋଟି ଟଙ୍କା ଜରିମାନା; ନିୟାମକ ବ୍ୟବସ୍ଥା ଅନୁପାଳନ କରିନଥିବା କାରଣରୁ ରିଜର୍ଭ ବ୍ୟାଙ୍କ ଲାଗୁକଲା ଜରିମାନା

୩୧ କୋଟି ଦେଇ ନୂଆ ଘର କିଣିଲେ ଅମିତାଭ ବଚନ

– ବିମାନ ଭିତରେ ବାଦୁଡି; ମଝି ଆକାଶରୁ ଫେରିଲା ଏୟାର ଇଣ୍ଡିଆ ବିମାନ

– ମହାରାଷ୍ଟ୍ରରେ କୋଠା ଭୁଷୁଡି ୭ ମୃତ

– ଚାଇନା ଯୁବତୀଙ୍କ କଣ୍ଠରେ ହିନ୍ଦୀ ଗୀତ ‘ଆଁଖେଁ ଖୁଲି’, ସାମାଜିକ ଗଣମାଧ୍ୟମରେ ଏବେ ଚର୍ଚ୍ଚାରେ

ରାଜ୍ୟ ଖବର

– ରାଜ୍ୟରେ ୭୧୮୮ ନୂଆ ସଂକ୍ରମିତ ; ଖୋର୍ଦ୍ଧାରୁ ସର୍ବାଧିକ ୧୧୩୪

– ରାଜ୍ୟରେ ଆଉ ୩୫ ସଂକ୍ରମିତ ମୃତ ; ମୋଟ ମୃତ୍ୟୁ ସଂଖ୍ୟା ୨୬୮୬

– ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

– ପହିଲାରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ

– ନବୀନଙ୍କ ପଞ୍ଚମ ପାଳିର ଆଜି ୨ ବର୍ଷ ପୂର୍ତ୍ତି

-ବୁର୍ଲା ଭୀମସାରର ଦାନ୍ତ ବିଭାଗୀୟ ମୁଖ୍ୟ ପ୍ରଫେସର ଅନୁପ ସତପଥିଙ୍କ କରୋନାରେ ପରଲୋକ

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories