www.samajalive.in
Monday, December 8, 2025
14.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର

ଉତ୍ତରପ୍ରଦେଶ ଫିରୋଜାବାଦ ଜିଲା ପ୍ରଶାସନର ନିର୍ଦ୍ଦେଶନାମା ; ଟିକା ନନେଲେ ଦରମା ନାହିଁ

ନେହରୁ ଓ ଜବାହାର ଇନଷ୍ଟିଚ୍ୟୁଟର ଏଭରେଷ୍ଟ ଆରୋହଣ ; ଦୁଇ ପ୍ରତିଷ୍ଠାନ ପକ୍ଷରୁ ପ୍ରଥମ ମିଳିତ ଅଭିଯାନ
ଇଲେକଟ୍ରନିକ ଯାନ ପାଇଁ ଲାଗୁ ହେବନାହିଁ ରେଜିଷ୍ଟ୍ରେସନ ଦେୟ

- Advertisement -

ଜାତୀୟ ମାନବାଧିକାର ଆୟୋଗ ଅଧ୍ୟକ୍ଷ ହେଲେ ସୁପ୍ରିମକୋଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଅରୁଣ କୁମାର ମିଶ୍ର

ଆତଙ୍କବାଦ ଦମନ ପାଇଁ ବ୍ରାଜିଲ-ରୁଷିଆ-ଭାରତ-ଚୀନ-ଦକ୍ଷିଣ ଆଫ୍ରିକା (ବ୍ରିକ୍ସ) ସମ୍ମିଳନୀରେ ଦୃଢମତ ପ୍ରକାଶ ପାଇଛି। ଚଳିତ ବର୍ଷ ଆତଙ୍କବାଦ ଦମନ ନିମନ୍ତେ ବ୍ରିକ୍ସ ଗୋଷ୍ଠୀର ସଦସ୍ୟ ରାଷ୍ଟ୍ରସମୂହ ଲକ୍ଷ୍ୟ ଭିତ୍ତିକ କାର୍ଯ୍ୟାନ୍ୱୟନ ଯୋଜନା ଚୂଡାନ୍ତ କରିବାକୁ ହୋଇଛନ୍ତି ପ୍ରତିବଦ୍ଧ

ବ୍ରିଟେନରେ କରୋନା ଜନିତ ମୃତ୍ୟୁ ଶୂନ ; ୨୦୨୦ ମାର୍ଚ୍ଚ ପରେ ପ୍ରଥମ ସଫଳତା

ଲଣ୍ଡନରେ ଖୋଲିଲା ଭାସମାନ ସନ୍ତରଣାଗାର; ବିଶ୍ୱରେ ପ୍ରଥମ

ଉତ୍ତରପ୍ରଦେଶର ଗୋଣ୍ଡା ଅଞ୍ଚଳରେ ସିଲିଣ୍ଡର ବିସ୍ଫୋରଣ ପରେ ୨ଟି ଘର ଭୁଷୁଡି ୮ ଜଣଙ୍କର ମୃତ୍ୟୁ ହେବା ସହ ୭ ଜଣ ଆହତ ହୋଇଛନ୍ତି

ଦେଶରେ ୨୪ ଘଣ୍ଟାରେ ନୂଆ ଆଉ ୧ଲକ୍ଷ ୩୨ ହଜାର ୭୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୩,୦୭,୮୩୨କୁ ବୃଦ୍ଧି ପାଇଛି

ଚିକିତ୍ସାଧୀନ ଅବସ୍ଥାରେ ୩,୨୦୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୫ ହଜାର ୧୦୨ରେ ପହଞ୍ଚିଛି

ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ;  ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୦୨ , ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ସଂଗରୋଧରୁ ୪୭୪୧ ଏବଂ ସ୍ଥାନୀୟ ସଂକ୍ରମିତ ୩୬୫୮ ଜଣ ରହିଛନ୍ତି

ଓଡ଼ିଶାରେ ଦିନକରେ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ ମୃତ୍ୟୁସଂଖ୍ୟା ୨୮୩୧କୁ ବୃଦ୍ଧି

ବାଲେଶ୍ୱରରେ ବାତ୍ୟାଜନିତ କ୍ଷୟକ୍ଷତି ରିପୋର୍ଟ ଦେଲା ଜିଲା ପ୍ରଶାସନ ; ଜିଲାର ୧୨ ବ୍ଲକର ୨୭୨୨ଟି ଗ୍ରାମ ପ୍ରଭାବିତ ହୋଇଛି

ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରଭାବରେ ଦେଶରେ ସ୍ୱାଭାବିକ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଜୁନରୁ ସେପ୍ଟେମ୍ବର ମଧ୍ୟରେ ୯୬ରୁ ୧୦୪ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି

ରାଜଧାନୀକୁ ଟପିଗଲା ମାଲଗାଡି ; ଉତ୍ସର୍ଗୀକୃତ ପଣ୍ୟ କରିଡରରେ ଘଣ୍ଟାକୁ ପ୍ରାୟ ୧୦୦ କିଲୋମିଟର ବେଗରେ ଚାଲିଲା ମାଲବାହୀ ଟ୍ରେନ

ଭାରତରେ ନିର୍ମିତ ପ୍ରଥମ ଦଫା ରୁଷୀୟ କୋଭିଡ ଟିକା ସ୍ପୁଟନିକ ଭି ସେଣ୍ଟ୍ରାଲ ଡ୍ରଗ୍ସ ଲାବୋରେଟୋରୀ (ସିଡିଏଲ) କସଉଲିର ଲାଭ କରିଛି ମଞ୍ଜୁରି

କରୋନା-୨୦୧୯ ଦ୍ବିତୀୟ ଲହରରେ ପ୍ରାୟ ଏକ କୋଟି ଭାରତୀୟ ହରାଇଛନ୍ତି ଚାକିରି ,  କରୋନା ଆରମ୍ଭରୁ ଏ ପର୍ଯ୍ୟନ୍ତ ଦେଶର ୯୭ ପ୍ରତିଶତ ପରିବାରର ଆୟ ହ୍ରାସ ପାଇଛି ବୋଲି ‘ସେଣ୍ଟର ଫର ମନିଟରିଂ ଇଣ୍ଡିଆନ ଇକୋନୋମି’ (ସିଏମଆଇଇ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମହେଶ ବ୍ୟାସ ଦେଇଛନ୍ତି ସୂଚନା

ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ପଦରୁ ଇସ୍ତଫା ଦେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ପାଇଥିବା ଆଲାପନ୍‌ ବନ୍ଦୋପାଧ୍ୟାୟଙ୍କ ବଢ଼ୁଛି ଅଡ଼ୁଆ

ବୈଠକ ବିବାଦ: ମମତାଙ୍କ ମନ୍ତବ୍ୟକୁ ମିଛ କହିଲା କେନ୍ଦ୍ର

ଟି୨୦ ବିଶ୍ବକପ୍‌ ଭାରତରେ ଆୟୋଜନ ହେବ କି ନାହିଁ, ଜୁନ୍ ୨୮ ସୁଦ୍ଧା ଜଣାଅ – ଆଇସିସି

ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ ଅଞ୍ଚଳରେ ହାଇୱାକୁ ଅନ୍ୟ ଏକ ହାଇୱା ପଛରୁ ପିଟିବାରୁ ଘଟଣାସ୍ଥଳରେ ପଛରୁ ପିଟିଥିବା ହାଇୱାର ଚାଳକ ଜୀବନ୍ତ ଦଗ୍ଧ ହୋଇଛନ୍ତି

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ଥାନା ଶରଧାପୁର ନିକଟରେ ୨ଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣ ଯୁବକ ଗୁରୁତର ହୋଇଛନ୍ତି

ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଝୁଲେନବର ନିକଟରେ ସଡକ ଦୁର୍ଘଟଣା ; ଗଛରେ ପିଟି ହେଲା ଆମ୍ବୁଲାନ୍ସ, ରୋଗୀ ଓ ସଂପର୍କୀୟ ମୃତ

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories