www.samajalive.in
Tuesday, December 9, 2025
16.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର

ଆସାମରେ ଭୂକମ୍ପ ଝଟକା ଅନୁଭୂତ ; ରିକ୍ଟର ସ୍କେଲରେ ତିବ୍ରତା ୪.୨ ରେକର୍ଡ

ଦେଶରେ ୨୪ ଘଣ୍ଟାରେ ଆଉ ୬୦,୭୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

- Advertisement -

ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୮,୨୩,୫୪୬କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୬୪୭ ଆକ୍ରାନ୍ତଙ୍କ ମୃତ୍ୟୁ ; ମୋଟ ମୃତ୍ୟୁ ସଂଖ୍ୟା ୩,୮୫,୧୩୭

ଦିନକରେ ୯୭,୭୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୬,୭୮,୩୯୦

କିମ୍ବଦନ୍ତୀ ପୁରୁଷ ମିଲ୍‍ଖା ସିଂହଙ୍କ ପରଲୋକ

ଜାମ୍ବିଆ ମହିଳାଙ୍କ ଠାରୁ ଜବତ ହେଲା ୨୧ କୋଟି ଟଙ୍କା ମୂଲ୍ୟର ହେରୋଇନ

ଆଫଗାନ ସୈନ୍ୟଙ୍କ ଜବାବି ଆକ୍ରମଣରେ ୨୫୮ ତାଲିବାନ ଆତଙ୍କି ନିହତ

କୃଷି କ୍ଷେତ୍ରରେ ସୌରଶକ୍ତି ବ୍ୟବହାର ପାଇଁ ଖର୍ଚ୍ଚହେବ ୨୦,୦୦୦ କୋଟି

ଭାରତୀୟ ବଂଶୋଦ୍ଭବ ପ୍ରଥମ ବ୍ୟକ୍ତି କାନାଡା ସୁପ୍ରିମକୋର୍ଟର ବିଚାରପତି

ଉତ୍ତରପ୍ରଦେଶରରେ ଗଙ୍ଗାରୁ ଉଦ୍ଧାର ହେଲା ‘ଗଙ୍ଗା’

ୟୁରୋ କପ୍‌: ୧-୦ରେ ସ୍ବିଡେନ୍‌ ବିଜୟୀ, ପ୍ରିକ୍ବାର୍ଟରରେ ନେଦରଲ୍ୟାଣ୍ଡ୍‌ସ

ରାଜ୍ୟରେ ଦିନକରେ ୩୪୨୭ ନୂଆ ସଂକ୍ରମିତ; ସଂଗରୋଧରୁ ୧୯୫୪ ଓ ସ୍ଥାନୀୟ ସଂକ୍ରମିତ ୧୪୭୩

ରାଜ୍ୟରେ ୨୪ ଘଣ୍ଟାରେ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ବାଲେଶ୍ଵର ଜିଲ୍ଲା ଔପଦା ଥାନା ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମରେ ମଦ ନିଶାରେ କଟୁରିରେ ହାଣି ବାପାକୁ ହତ୍ୟା କଲା ପୁଅ

କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ପଡିଆପଶି ଛକରେ ଥିବା ଏକ ଦୋକାନରୁ ଚୋରି କରୁଥିବା ସମୟରେ ଚୋରକୁ କାବୁ କଲେ ଗ୍ରାମବାସୀ

 

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories