www.samajalive.in
Sunday, December 7, 2025
15.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର

ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦ଟି ଜିଲ୍ଲାର ଦାୟିତ୍ୱ ୩୦ ଜଣ ନେତାଙ୍କୁ ଦେଇଥିବା ବେଳେ ସେମାନଙ୍କୁ ପରାମର୍ଶ ଓ ପ୍ରସ୍ତାବ ଦେବା ପାଇଁ ଦଳର ୬ ଜଣ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦେଇଛନ୍ତି ନିଯୁକ୍ତି

ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ କରିଛନ୍ତି ନିଯୁକ୍ତ

- Advertisement -

ଅନୁଗୁଳ ଜିଲ୍ଲା ପାଇଁ ପ୍ରଶାନ୍ତ ମୁଦୁଲି, ବାଲେଶ୍ବର ଜିଲ୍ଲା ପାଇଁ ପ୍ରତାପ ଦେବ

ବରଗଡ଼ ଜିଲ୍ଲା ପାଇଁ ସୁଧୀର ସାମଲ ଓ ଭଦ୍ରକ ଜିଲ୍ଲା ପାଇଁ ପ୍ରଣବ ବଳବନ୍ତରାୟଙ୍କୁ ନିଯୁକ୍ତି

ଗଞ୍ଜାମ ଜିଲ୍ଲା ପାଇଁ ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁର ଜିଲ୍ଲା ପାଇଁ ସମୀର ଦାଶ, ଯାଜପୁର ଜିଲ୍ଲା ପାଇଁ ଅଶୋକ ପଣ୍ଡା

ଝାରସୁଗୁଡ଼ା- ଜିଲ୍ଲା ପାଇଁ ସୁବାସ ସିଂହ ଓ କଳାହାଣ୍ଡି ଜିଲ୍ଲା ପାଇଁ ନବ ଦାସଙ୍କୁ ନିଯୁକ୍ତି

କନ୍ଧମାଳ ଜିଲ୍ଲା ପାଇଁ ପ୍ରତାପ ଜେନା, କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ଦେବାଶିଷ ସାମନ୍ତରାୟ

କେନ୍ଦୁଝର ଜିଲ୍ଲା ପାଇଁ ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା ଜିଲ୍ଲା ପାଇଁ ପ୍ରମିଳା ମଲ୍ଲିକ

କୋରାପୁଟ ଜିଲ୍ଲା ପାଇଁ ଚନ୍ଦ୍ର ସାରଥି ବେହେରା, ମାଲକାନଗିରି ଜିଲ୍ଲା ପାଇଁ ଚନ୍ଦ୍ର ସାରଥି ବେହେରା

ବଲାଙ୍ଗିର ଜିଲ୍ଲା ପାଇଁ ସୁଶାନ୍ତ ସିଂ, ବୌଦ୍ଧ ଜିଲ୍ଲା ପାଇଁ ସୌଭାଗ୍ୟ ନାୟକ, କଟକ ଜିଲ୍ଲା ପାଇଁ ଉଷା ଦେବୀ

ଦେବଗଡ଼ ଜିଲ୍ଲା ପାଇଁ ସୁଶାନ୍ତ ସିଂ, ଢେଙ୍କାନାଳ ଜିଲ୍ଲା ପାଇଁ ବିଜୟ ନାଏକ, ଗଜପତି ଜିଲ୍ଲା ପାଇଁ ଅତନୁ ସବ୍ୟସାଚୀ ନାଏକ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ପ୍ରୀତିରଞ୍ଜନ ଘଡାଇ ନିଯୁକ୍ତ

ମୟୂରଭଞ୍ଜ ଜିଲ୍ଲା ପାଇଁ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର ଜିଲ୍ଲା ପାଇଁ ତୁଷାରକାନ୍ତୀ ବେହେରା

ନୟାଗଡ଼ ଜିଲ୍ଲା ପାଇଁ ପଦ୍ମନାଭ ବେହେରା, ନୂଆପଡ଼ା ଜିଲ୍ଲା ପାଇଁ ଦିବ୍ୟଶଙ୍କର ମିଶ୍ର, ପୁରୀ ଜିଲ୍ଲା ପାଇଁ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ରାୟଗଡ଼ା ଜିଲ୍ଲା ପାଇଁ ଅତନୁ ସବ୍ୟସାଚୀ ନାଏକ, ସମ୍ବଲପୁର ଜିଲ୍ଲା ପାଇଁ ନଳିନୀକାନ୍ତ ପ୍ରଧାନ ଓ ସୋନପୁର ଜିଲ୍ଲା ପାଇଁ ପ୍ରଦୀପ ଅମାତଙ୍କୁ ନିଯୁକ୍ତି

ରାଉରକେଲାରେ ଅଭିନବ ଉପାୟରେ ଏଟିଏମରୁ ୩୪ ଲକ୍ଷ ଟଙ୍କା ଲୁଟ ଘଟଣାରେ ଜଣେ ଗିରଫ

ଗୋଟିଏ ଦିନରେ ରାଜ୍ୟରୁ ନୂଆ ୩୫୫୪ ଜଣ ସଂକ୍ରମିତ ଚିହ୍ନଟ ; ସଂଗରୋଧରୁ ୨୦୧୮ ଏବଂ ସ୍ଥାନୀୟ ସଂକ୍ରମିତ ୧୫୨୬

ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୯୭୦୬୨କୁ ବୃଦ୍ଧି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ରାଜ୍ୟରେ ମୌସୁମି ବାୟୁ ସ୍ବାଭାବିକ : ୧୨ ଜିଲାରେ ପ୍ରବଳ ବର୍ଷିବ

ବ୍ରହ୍ମପୁରରେ ସ୍ବତନ୍ତ୍ର କ୍ରୀଡ଼ା ସଚିବ ଭିନିଲ କ୍ରୀଷ୍ଣା

ବ୍ରହ୍ମପୁର ସହରରେ ପ୍ରଥମ ଥର ପାଇଁ ପେଟ୍ରୋଲ୍‌ ଲିଟର ଦର ଛୁଇଁଛି ୧୦୦ ଟଙ୍କା

ଦିଲ୍ଲୀ-ଗୋଆ ରାଜଧାନୀ ଏକ୍ସପ୍ରେସ ମହାରାଷ୍ଟ୍ରରେ ଲାଇନଚ୍ୟୁତ, ସମସ୍ତ ଯାତ୍ରୀ ସୁରକ୍ଷିତ

ଡେଲଟା ପ୍ଲସରେ ଏଯାଏଁ ୩ ମୃତ

ଦେଶରେ ୨୪ ଘଣ୍ଟାରେ ଆଉ ୪୮,୬୯୮ ନୂଆ କରୋନା ସଂକ୍ରମିତ ଚିହ୍ନଟ

ମୋଟ ପଜିଟିଭ ସଂଖ୍ୟା ୩,୦୧,୮୩,୧୪୩କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୧୮୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୪,୪୯୩

ଦିନକରେ ୬୪,୮୧୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୧,୯୩,୦୮୫ ସୁସ୍ଥ ; ଆରୋଗ୍ୟ ହାର ୯୬.୭୨%

ଦିନକରେ ୬୧,୧୯,୧୬୯ ଟିକା ନେଇଥିବା ବେଳେ ମୋଟ ୩୧,୫୦,୪୫,୯୨୬ ମୋଟ ଟିକା ନେଇ ସାରିଛନ୍ତି

୫,୯୫,୫୬୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ଅଧିକ କ୍ଷମତାସମ୍ପନ୍ନ ପିନାକ ରକେଟ୍‌ର ସଫଳ ପରୀକ୍ଷଣ

ପ୍ରି- କ୍ବାର୍ଟର ପର୍ୟ୍ୟାୟ ଆଜିଠାରୁ : ୱେଲ୍‌ସ-ଡେନ୍‌ମାର୍କ, ଇଟାଲୀ-ଅଷ୍ଟ୍ରିଆ ଲଢ଼େଇ

କୋଭାଭାକ୍ସର ଉତ୍ପାଦନ ଆରମ୍ଭ କଲା ସିରମ୍‌

କୋପା ଆମେରିକା ଫୁଟବଲର ଗ୍ରୁପ-ଏର କ୍ବାର୍ଟର ଫାଇନାଲ ସ୍ପଷ୍ଟ ; କ୍ବାର୍ଟରରେ ପାରାଗୁଏ,ଉରୁଗୁଏ, ଚିଲି

ପଶ୍ଚିମବଙ୍ଗର କାସବା ଅଞ୍ଚଳରେ ନକଲି ଟିକାକରଣ ; ନକଲି ଆଇଏଏସ୍‌ ଗିରଫ

ଟିକାକରଣ ଟପିଲା ୧.୧୧ କୋଟି

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories