ଦିନ ୨ଟା – ମୁଖ୍ୟ ଖବର
ଆଣ୍ଟାର୍କଟିକାରେ ଠାବ ଉଦ୍ଭିଦ ପ୍ରଜାତି ଭାରତ ନାମରେ ନାମିତ
ଲସ ଏଞ୍ଜେଲ୍ସ ମେୟର ଏରିକ ଗାର୍ସେଟ୍ଟି ଭାରତ ପାଇଁ ଆମେରିକାର ରାଷ୍ଟ୍ରଦୂତ
ସରାଯୁ ନଦୀ ଘାଟରେ ବୁଡି ଗୋଟିଏ ପରିବାରର ୬ ମୃତ ; ୩ ନିଖୋଜ
୪ଜି ଡାଉନଲୋଡ ସ୍ପିଡ ସାରଣୀ ଶୀର୍ଷରେ ରିଲାଏନ୍ସ ଜିଓ
ତାଲିବାନ ଦଖଲରେ ଆଫଗାନିସ୍ତାନର ୮୫% ଅଞ୍ଚଳ
ଏଲଆଇସିରୁ ହଟିବ ଅଧ୍ୟକ୍ଷ ପଦବୀ; ରହିବେ ମୁଖ୍ୟ ନିର୍ବାହୀ ଅଧିକାରୀ ଓ ପରିଚାଳନା ନିର୍ଦ୍ଦେଶକ
ଓଡ଼ିଶାର କୃଷକଙ୍କ ପାଇଁ ପଠାଗଲା ନାନୋ ୟୁରିଆ ; ନାନୋ ୟୁରିଆ ବୋଝେଇ ଟ୍ରକକୁ ପତାକା ଦେଖାଇ ଶୁଭାରମ୍ଭ କଲେ ଓଡ଼ିଶାର କୃଷିମନ୍ତ୍ରୀ ଡ.ଅରୁଣ କୁମାର ସାହୁ
ଦେଶରେ ନୂଆ ୪୨,୭୬୬ ସଂକ୍ରମିତ ଚିହ୍ନଟ; ୧୨୦୬ ମୃତ
୨୪ ଘଣ୍ଟା ମଧ୍ୟରେ ୪୫,୨୫୪ ଜଣ କରୋନାରୁ ସୁସ୍ଥ ; ସୁସ୍ଥ ହେବା ହାର ୯୭.୨% ମୋଟ ୨,୯୯,୩୩,୫୩୮ ଜଣ ସୁସ୍ଥ
ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ସଂପ୍ରତି ୪,୫୫,୦୩୩
ଗତକାଲି ସୁଦ୍ଧା ଦେଶରେ ମୋଟ ୪୨.୯ କୋଟି ନମୁନା ପରୀକ୍ଷା
ରାଜ୍ୟରେ ଗତକାଲି ଦିନକରେ ୫୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ;ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୧
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ନୂଆ ୨୩୩୪ ଜଣ ସଂକ୍ରମିତ ଚିହ୍ନଟ; ସଂଗରୋଧରୁ ୧୩୪୨ ଏବଂ ସ୍ଥାନୀୟ ସଂକ୍ରମିତ ୯୯୨
ରାଜ୍ୟରେ ମୋଟ ୯୦୬୫୧୯ ଜଣ ସୁସ୍ଥ ; ସଂପ୍ରତି ଓଡ଼ିଶାରେ ୨୬୩୬୪ ଜଣ ସକ୍ରିୟ ସଂକ୍ରମିତ
ପର୍ୟ୍ୟଟନ ସ୍ଥଳୀରେ ଭୂତାଣୁକୁ ଖୋଲା ନିମନ୍ତ୍ରଣ ; ଗତ ୨-୪ ଦିନ ହେବ ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶର ପ୍ରମୁଖ ପର୍ୟ୍ୟଟନ କେନ୍ଦ୍ରଗୁଡିକରେ ପର୍ୟ୍ୟଟକଙ୍କ ଭିଡ
ମହାରାଷ୍ଟ୍ର, କେରଳରେ ତୃତୀୟ ଲହରର ସୂଚନା
ଫୋନ୍ ଧରୁନାହାନ୍ତି ରାଷ୍ଟ୍ରପତି ବାଇଡେନ୍ ; ଇମ୍ରାନ ଚିନ୍ତିତ
କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ କଡ ତୁରୁମୁଙ୍ଗା ବଜାର ର ଝାରବେଡାରେ ପୋଷାକ ଦୋକାନରେ ଅଗ୍ନିକାଣ୍ଡ ; ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ
ଜିଲା ଶିଶୁ ସୁରକ୍ଷା ଶାଖା ସୁନ୍ଦରଗଡ଼-ଏସଓଏସ ଚିଲଡ୍ରେନ୍ସ ଭିଲେଜ ବୁଝାମଣା ପତ୍ର ସ୍ୱାକ୍ଷରିତ
Comments are closed.