www.samajalive.in
Sunday, December 7, 2025
26.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର (୧୫ ମେ ୨୦୨୧)

ଦେଶ/ବିଦେଶ ଖବର

– ତୀବ୍ର ହେଉଛି ବାତ୍ୟା, କେରଳରେ ପ୍ରବଳ ବର୍ଷା ଜାରି

- Advertisement -

କଲକାତା: କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଅସୀମ ବାନାର୍ଜୀ

ନୂଆଦିଲ୍ଲୀ: ଆସନ୍ତା ୧୯ କିମ୍ବା ୨୦ ତାରିଖରେ ୬ଷ୍ଠ ପର୍ଯ୍ୟାୟରେ ଭାରତକୁ ୪ଟି ରାଫେଲ ଯୁଦ୍ଧ ବିମାନ ଆସିବ

– ମଙ୍ଗଳରେ ପହଞ୍ଚିଲା ଚୀନ; ଚୀନର ମହାକାଶ ଯାନ ରୋଭର ଜୁରୋଙ୍ଗ ଶନିବାର ସକାଳେ ମଙ୍ଗଳ ପୃଷ୍ଠରେ ଅବତରଣ କରିଛି

– ରୋଗୀଙ୍କ ପାଇଁ ଡିଆରଡିଓର ୨-ଡିଜି ଔଷଧ ପ୍ରସ୍ତୁତ; କାଲି ମିଳିବ ୧୦ ହଜାର ପାନକରୋନାରେ ମମତାଙ୍କ ସାନଭାଇ ଅସୀମ ବାନାର୍ଜୀଙ୍କ ଦେହାନ୍ତ

– ଦେଶରେ ଦୈନିକ ସଂକ୍ରମଣରେ ହ୍ରାସ; ଦିନକରେ ୩ ଲକ୍ଷ ୨୬ ହଜାର ୯୮ ସଂକ୍ରମିତ ଓ ୩୮୯୦ ମୃତ

– ଇସ୍ରାଏଲ ଉପରେ ଆକ୍ରମଣ ହାମାସକୁ ମହଙ୍ଗା ପଡିବ: ଇସ୍ରାଏଲୀ ପ୍ରଧାନମନ୍ତ୍ରୀ

– କୋଭାକ୍ସିନ୍‌ ଟିକା ପ୍ରସ୍ତୁତକାରୀ କମ୍ପାନୀର ୫୦ କର୍ମଚାରୀ ସଂକ୍ରମିତ

– ବାଇଡେନଙ୍କ ବରିଷ୍ଠ ପରାମର୍ଶଦାତା ହେଲେ ଭାରତ ଜନ୍ମିତ ଆମେରିକୀୟ ନୀରା

– ରୁଷିଆର ଅମିତ୍ର ରାଷ୍ଟ୍ର ତାଲିକାରେ ଆମେରିକା, ଚେକ୍‍ ସାଧାରଣତନ୍ତ୍ର

– ଲୋକଙ୍କ ଘରେ ଟିକାକରଣକୁ ଅନୁମତି ଦିଅ: ଭାରତୀୟ ଚିକିତ୍ସକ ସଂଘ

– ପୂର୍ଣ୍ଣ ଟିକାକରଣ ହୋଇଥିବା ବ୍ୟକ୍ତି ମଧ୍ୟ ତୁଣ୍ଡି ବାନ୍ଧିବା, ସାମାଜିକ ଦୂରତା ରଖିବା ଆବଶ୍ୟକ: ଡା. ଗୁଲେରିଆ

– ଭାରତର କୋଭିଡ ସ୍ଥିତି ଗଭୀର ଚିନ୍ତାଜନକ: ହୁ’ ମୁଖ୍ୟ

ରାଜ୍ୟ ଖବର

– ରାଜ୍ୟରେ ୧୧୮୦୫ ନୂଆ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ୧୪୧୪; କଟକ ଓ ସୁନ୍ଦରଗଡରେ ଭୟଙ୍କର ରୂପ ନେଉଛି ସଂକ୍ରମଣ ସ୍ଥିତି

– ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ରାଉରକେଲା ଷ୍ଟିଲ ଟାଉନସିପର ସେକ୍ଟର-୭ରେ ଅତିକ୍ଷୁଦ୍ର ଆବଦ୍ଧାଞ୍ଚଳ ଘୋଷଣା

– ୩.୮୦କୋଟି ଟିକା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ

– ଶିକ୍ଷକମାନଙ୍କୁ କରୋନା ଯୋଦ୍ଧା ଭାବରେ ସରକାର ଘୋଷଣା କରିବାକୁ ବରପାଲି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବିଜେପୁର ବିଧାୟିକ ରିତା ସାହୁଙ୍କ ନିକଟରେ ଦାବି

– ଆର. ଉଦୟଗିରି ତହସିଲଦାରଙ୍କୁ ଆକ୍ରମଣ ଘଟଣା ; ମୁଖ୍ୟ ଅଭିଯୁକ୍ତ ଗିରଫ

– ବୟୋଜ୍ୟେଷ୍ଠ କବି ଭିକାରୀ ଚରଣ ନାୟକଙ୍କ ପରଲୋକ, ଭିକାରୀଙ୍କ ଘର ପାଟଣା ବ୍ଲକ ଦର ଅନ୍ତର୍ଗତ ସଅଁରାପଶି ଗାଁରେ

 

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories