www.samajalive.in
Saturday, December 6, 2025
23.1 C
Bhubaneswar

ଆଖି ବୁଜିଲା ସିଂହ ‘କ୍ରିଶ’

ସମାଜ ଡିଜିଟାଲ ଡେସ୍କ: ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିଶ। ଆଜି ସକାଳ ୯ଟାରେ ସିଂହ କ୍ରିଶର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୬ଜୁନ ୨୦୦୪ରେ ଜନ୍ମ ହୋଇଥିଲା କ୍ରିଶ। କ୍ରିଶର ଦୁଇଟି ସନ୍ତାନ ଅଛନ୍ତି। ସେମାନେ କଳ୍ପନା ଏବଂ ଜିତ୍‌‌। ତେବେ ସିଂହ କ୍ରିଶ ଦିର୍ଘ ଦିନ ହେବ ବାର୍ଦ୍ଧକ୍ୟ ଜନିତ କାରଣରୁ ଅସୁସ୍ଥ ହୋଇପଡିଥିଲା। ଏହି କାରଣରୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories