www.samajalive.in
Monday, December 8, 2025
13.1 C
Bhubaneswar

ଦେଖନ୍ତୁ ଭିଡିଓ; ନିଜ ଛୁଆକୁ ଭୁଲ୍‌ରେ ପାଣିରେ ପକାଇଦେବା ପରେ ଏମିତି କଲା ସିଂହୀ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ଜୀବଜନ୍ତୁଙ୍କ ଅନେକ ଭିଡିଓ ବେଶ ମନଛୁଆଁ ହୋଇଥାଏ । ତେବେ ନିକଟରେ ସୋସିଆଲ ମିଡିଆରେ ସିଂହୀ ଓ ତା’ଛୁଆର ଭାଇରାଲ ହେଉଥିବା ଏକ ଭିଡିଓ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିବା ସହ ବେଶ ଭାଇରାଲ୍‌ ହେଉଛି । ଭିଡିଓ ବେଶ ଭାବବିହ୍ୱଳ ମଧ୍ୟ।

ଜାଣନ୍ତୁ : ଧନତେରସରେ ମା’ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ପାଇଁ ରାଶି ଅନୁଯାୟୀ କିଣିବେ କେଉଁ ଜିନିଷ..

- Advertisement -

ଭିଡିଓରେ ଦେଖିପାରିବେ, ଏକ ସିଂହୀ ଭୁଲ୍‌ରେ ନିଜର ଛୁଆକୁ ପାଣି ଭିତରେ ପକାଇ ଦେଉଛି । ତଳେ ପାଣି ଥିବା ସିଂହୀଟି ଜାଣିନଥିବା ଭିଡିଓରୁ ଜଣାପଡୁଛି । ମାତ୍ର ଏହା ଜାଣିବା ମାତ୍ରେ ସିଂହୀଟି ତୁରନ୍ତ ନିଜ ଛୁଆକୁ ପାଣିରୁ କାଢି ନେଉଛି । ସେହି ସମୟରେ ଯେପରି ଛୁଆଟି ମାଆ ଉପରେ ରାଗୁ ଥିବା ମଧ୍ୟ ଦେଖାଯାଉଛି । ଭିଡିଓକୁ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ଦୀପାବଳିରେ ଦୁର୍ଲ୍ଲଭ ରାଜଯୋଗ; ଏହି ରାଶିଙ୍କୁ ମିଳିବ ମା’ଲକ୍ଷ୍ମୀଙ୍କ ବିଶେଷ କୃପା, ହେବେ ଭାଗ୍ୟଶାଳୀ..

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories