www.samajalive.in
Saturday, December 6, 2025
14.1 C
Bhubaneswar

୬୦ ଲିଟର ଚୋରା ମହୁଲି ଜବତ ; ୩ ଗିରଫ

ପାଟଣା : ପାଟଣା ଅବକାରୀ ବିଭାଗ ପକ୍ଷରୁ ଜିଲ୍ଲା ଅବକାରୀ ଅଧିକ୍ଷକ ସୀତାକାନ୍ତ ମୁଦୁଲିଙ୍କ ନିର୍ଦ୍ଦେଶ କ୍ରମେ ପାଟଣା ଅବକାରୀ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୬୦ ଲିଟର ଚୋରା ମହୁଲି ମଦ ଜବତ କରାଯିବା ସହ ୩ ଜଣ ଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ପୂର୍ବାହ୍ନରେ ପାଟଣା ଅବକାରୀ ଥାନା ଅଧିକାରୀ ଦିଲ୍ଲିପ କୁମାର ତାଣ୍ଡିଙ୍କ ନେତୃତ୍ୱରେ ଚଢ଼ାଉ ସମୟରେ ସରାସକୋଲା ଗ୍ରାମର ପେଟୁ ମୁଣ୍ଡାଙ୍କ ଠାରୁ ୧୦ ଲିଟର ମହୁଲି ମଦ , କିଆପଡା ଗ୍ରାମର ଜାମଲା ଅର୍ଜୁନ ଦାସଙ୍କ ଠାରୁ ୩୦ ଲିଟର ଓ ଡେଣୁଆ ଗ୍ରାମର ଗହମୀ ବେହେରାଙ୍କ ଠାରୁ ୨୦ ଲିଟର ମହୁଲି ମଦ ଜବତ କରାଯାଇଛି । ଏହି ସମସ୍ତ ତିନି ଜଣଙ୍କୁ  ଅପରାହ୍ନରେ ବେଆଇନ ମଦ କାରବାର ଅଭିଯୋଗରେ କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories