www.samajalive.in
Saturday, December 6, 2025
26.1 C
Bhubaneswar

ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍‌‌

ପୁରୀ: ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର। ସଂଶୋଧିତ ବିଜ୍ଞପ୍ତି ଅନୁସାରେ ପୁରୀ ବେଳାଭୂମି ଓ ପୌରାଞ୍ଚଳରେ ଖୋଲିବନି ମଦ କ୍ୟାବିନ୍‌‌। ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦୃଷ୍ଟିରେ ରଖି ନୀତିରେ ପରିବର୍ତ୍ତନ କରାଯାଇଛି। ବେଳାଭୂମିରେ ମଦ କ୍ୟାବିନ ଖୋଲିବା ନେଇ ବିଭିନ୍ନ ମହଲରୁ ତୀବ୍ର ବିରୋଧ ହେବାପରେ ଅବକାରୀ ନୀତିରେ ପରିବର୍ତ୍ତନ ଆଣିଛନ୍ତି ରାଜ୍ୟ ସରକାର। ଧାର୍ମିକ ଅନୁଷ୍ଠାନର ୫ କି.ମି ପରିଧି ମଧ୍ୟରେ ଖୋଲିବନି ମଦ କ୍ୟାବିନ୍‌‌। ଏହାସହିତ ରାଜ୍ୟର ଅନ୍ୟ ଧାର୍ମିକ ଅନୁଷ୍ଠାନରେ ମଧ୍ୟ ମଦ ଦୋକାନ ଖୋଲିବନି ବୋଲି କୁହାଯାଇଛି। ଗତ ଦୁଇ ଦିନ ତଳେ ପୁରୀ ଶଙ୍କରାଚାର୍ଯ୍ୟ ଏହି ଘଟଣାକୁ କଡା ନିନ୍ଦା କରିଥିଲେ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories