www.samajalive.in
Saturday, December 6, 2025
15.1 C
Bhubaneswar

ଦେଶୀମଦ ସହ ବାଇକ ଜବତ, ଅଭିଯୁକ୍ତ ଗିରଫ

ଗୁରୁଡିଝାଟିଆ: ଖୁଣ୍ଟୁଣୀ ପୋଲିସ ଆଜି ଚୋରା ଦେଶୀମଦ ସହିତ ପ୍ରଦୀପ ନାଏକ ନାମକ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତର ଘର ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଶଙ୍କରପୁର ଗ୍ରାମରେ। ଅଭିଯୁକ୍ତ ଏକ ବାଇକ ଯୋଗେ ଚୋରା ଦେଶୀମଦ ନେଇ କଟକ ଅଭିମୁଖେ ଯାଉଥିବା ବେଳେ ପୋଲିସ ହାବୁଡରେ ପଡିଯାଇଥିଲା । ତାଠାରୁ ୧୫ଲିଟର ଦେଶୀମଦ ଓ ଗାଡିକୁ ଜବତ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories