ନିର୍ବାଚନ ଲଢ଼ି ପାରିବେନି ୧୦୬୯, ଓଡିଶାରୁ ଅଛନ୍ତି ୩୫ ଜଣ

ଡେସ୍କ: ଭାରତୀୟ ନିର୍ବାଚନ ଆୟୁକ୍ତ ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୧୦ଏ ଅନୁଯାୟୀ ଅଯୋଗ୍ୟ ବ୍ୟକ୍ତିଙ୍କ ତାଲିକା ଜାରି କରିଛନ୍ତି। ଅଯୋଗ୍ୟ ଘୋଷିତ ବ୍ୟକ୍ତି ମାନେ ୨୦୨୪ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିପାରିବେ ନାହିଁ। ଚଳିତ ବର୍ଷ ମାର୍ଚ୍ଚ ୧୫ ତାରିଖ ସୁଦ୍ଧା ଅଯୋଗ୍ୟ ଘୋଷିତ ବ୍ୟକ୍ତିଙ୍କ ନାମ ସେହି ତାଲିକାରେ ରହିଛି। ଓଡ଼ିଶା ବିଧାନସଭା ନିର୍ବାଚନ – ଜାଣନ୍ତୁ କେଉଁଠି କେଉଁଦିନ ଏ ନେଇ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସମସ୍ତ ରିଟର୍ଣ୍ଣିଂ ଅଫିସର ଏବଂ ଅନ୍ୟ … Continue reading ନିର୍ବାଚନ ଲଢ଼ି ପାରିବେନି ୧୦୬୯, ଓଡିଶାରୁ ଅଛନ୍ତି ୩୫ ଜଣ