www.samajalive.in
Saturday, December 6, 2025
15.1 C
Bhubaneswar

୬୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର ଜିଲା ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି ୬୦ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଠାରୁ ଏକ ସ୍କୁଟି ମଧ୍ୟ ଜବତ ହୋଇଛି। ଜବତ ହୋଇଥିବା ମଦ ବୋତଲଗୁଡ଼ିକ ସିଲ୍‌ ଅବସ୍ଥାରେ ରହିଥିଲା। ବିଭାଗ ପକ୍ଷରୁ ଏ ନେଇ ଏକ ମାମଲା ରୁଜୁ କରାଯିବା ସହିତ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories