www.samajalive.in
Sunday, December 14, 2025
16.1 C
Bhubaneswar

ଦେଶୀ ମଦ ଜବତ, ୨ ଗିରଫ

ସମ୍ବଲପୁର: ବେଆଇନ ଭାବରେ ଦେଶୀ ମଦ ଚାଲାଣ ସମୟରେ ଅବକାରୀ ବିଭାଗ ୨ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି। ଅବକାରୀ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ପାଟ୍ରୋଲିଂ ସମୟରେ ଠେଲକୁଲି ଥାନା ଅନ୍ତର୍ଗତ ଶ୍ରଦ୍ଧାପାଲି ଅଞ୍ଚଳରେ ସମୀର ବେହେରା ଓ ଦୁଲଣ ବସରାଙ୍କୁ ଏକ ବାଇକରେ ଯାଉଥିବା ସମୟରେ ଅଟକାଇ ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ଉକ୍ତ ବାଇକ ଜରିଆରେ ବ୍ୟକ୍ତି ଦ୍ୱୟ ୫୦ ଲିଟର ଦେଶୀ ମଦ ବେଆଇନ ଭାବରେ ଚାଲାଣ କରୁଥିବା ଦେଖିବାକୁ ମିଳିଥିଲା। ଏ ନେଇ ସମ୍ବଲପୁର ଅବକାରୀ ଥାନାର ମୋବାଇଲ ସ୍କ୍ୱାଡ୍‌‌ ପକ୍ଷରୁ ବଳବଗଳ ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ ଗିରଫ କରି ଦେଶୀ ମଦ ଓ ଗାଡିକୁ ଜବତ କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories